ବାଦଲଫଟା ବର୍ଷା ବନ୍ୟା ବାତ୍ୟା ଭଳି ବାଦଲ ଫାଟିବା ଏକ ପ୍ରାକୃତିକ ବିତ୍ପାତ। ଏହା ବିଶେଷକରି ସମୁଦ୍ର ପତ୍ତନଠାରୁ ଯଥେଷ୍ଟ ଉଚ୍ଚରେ ଥିବା ପାର୍ବତ୍ୟାଞ୍ଚଳରେ ସଂଘଟିତ ହୋଇଥାଏ। ଏହି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଅଚାନକ ବନ୍ୟା ଆସେ ଏବଂ ଘରଦ୍ୱାର ପାଣିରେ ଭସେଇ...