ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନୂଆ ନିୟମ ଅନୁଯାୟୀ, ଦମ୍ପତିମାନେ ତୃତୀୟ ସନ୍ତାନ ଜନ୍ମ…