ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ… ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ ସମ୍ମାନ ନିଧି’ ଯୋଜନାର ୨୪ତମ କିସ୍ତିର ସହାୟତା ରାଶି ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ…