Tag Archives: cm moahan charan majhi

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ। ଏଥିସହିତ ମୁଖ୍ୟମନ୍ତ୍ରୀ…

ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା,୫ା୧୧: ଆସନ୍ତାକାଲି ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କୋମନାରେ ରୋଡ୍‌ ଶୋ’କରିବେ। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ମଧ୍ୟ ଏହି ପ୍ରଚାରରେ ସାମିଲ ହେବେ। ପରେ ପଞ୍ଚମପୁରରେ ସାଧାରଣ ଏକ ସଭା…

ସାର ଅଭାବ ନାହିଁ, କଳାବଜାର ରୋକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୯ (ରବିନାରାୟଣ ଜେନା): ସମ୍ପ୍ରତି ଧାନଚାଷ ପାଇଁ ଚାଷୀଙ୍କୁ ଆବଶ୍ୟକ ୟୁରିଆ ସାର। ହେଲେ ତାହା ସରକାରୀ ବ୍ୟବସ୍ଥା ମଧ୍ୟରେ ଠିକ୍‌ରେ ମିଳୁ ନ ଥିବାରୁ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଏଥିପାଇଁ ରାସ୍ତାରୋକୋ, ଧାରଣା, ପାକ୍ସ ସମ୍ମୁଖରେ ଚାଷୀମାନେ ଭୋରରୁ ଲମ୍ବା…

ଓଡ଼ିଶା ଟେକ୍ସର ଶୁଭାରମ୍ଭ: ସୃଷ୍ଟି ହେବ ୨୫ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୨୫ା୭: ଲୋକସେବା ଭବନରେ ଶୁକ୍ରବାର ଓଡ଼ିଶା ଟେକ୍ସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ୬ଟି ଟେକ୍ସଟାଇଲ ପାର୍କର ମଧ୍ୟ ଉଦ୍‌ଘାଟନ କରିଛନ୍ତି। ବଲାଙ୍ଗୀର, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, କଟକ ଏବଂ ଗଞ୍ଜାମ ଜିଲାରେ ଟେକ୍ସଟାଇଲ ପାର୍କ ଉଦ୍‌ଘାଟିତ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟଲେ ଓଡ଼ିଶା ଆଦିବାସୀ ମହାସଂଘ କର୍ମକର୍ତ୍ତା, ପ୍ରତିଶ୍ରୁତି ଦେଇ କହିଲେ ଆଦିବାସୀ ପାଇଁ…

ଭୁବନେଶ୍ୱର,୨୪।୭: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଆଦିବାସୀ ମହାସଂଘର କର୍ମକର୍ତ୍ତା ଭେଟି ଆଦିବାସୀଙ୍କ ବିଭିନ୍ନ ସମସ୍ୟା ଏବଂ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ, ଆଦିବାସୀଙ୍କ ସର୍ବାଙ୍ଗୀନ ବିକାଶ ସରକାରଙ୍କ ପ୍ରାଥମିକତା ରହିଛି।…

ପୂର୍ବ ସରକାରଙ୍କୁ ସିଧା ସିଧା ଏମିତି ଶୁଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ୨୪ ବର୍ଷ ଶାସନ ଭିତରେ…

ଆସିକା,୨୩ା୬(ସୁରେନ୍ଦ୍ର ନାଥ ସାହୁ): ଭାଜପା ସରକାର ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସୋମବାର ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ପଡ଼ିଆରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ‘ଯୁବଶକ୍ତି ସମାବେଶ’ ଅନୁଷ୍ଠିତ ହୋଇଥିଲା। ସମାବେଶରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri