ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍ଏମ୍ଡିଆର୍ ବିଲ୍ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..
ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍ଏମ୍ଡିଆର୍) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…
୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଏନେଇ ଆୟୋଜିତ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…
ଭୁବନେଶ୍ୱର,୧୦ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର ପର୍ଯ୍ୟଟନ ମନ୍ତ୍ରୀ ତଥା ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍ଦୁଲ୍ଲା ବିନ ତୌକ ଅଲ ମାରିଙ୍କ ସହ ବୈଠକ କରିଛନ୍ତି। ଓଡ଼ିଶା ଏବଂ ୟୁଏଇ ମଧ୍ୟରେ ଅର୍ଥନୈତିକ ଏବଂ ପୁଞ୍ଜିନିବେଶ ସମ୍ପର୍କକୁ ସୁଦୃଢ଼…
ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୪୬ଜଣ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହା ଜାଣି ମୁଖ୍ୟମନ୍ତ୍ରୀ…
ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…
ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ଜରିଆରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ…
ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…
ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼ କଥା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁବାବୁ ଏହି ଓଡ଼ିଶାକୁ ସମୃଦ୍ଧ କରିବାକୁ ସ୍ବପ୍ନ…
‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’
ସାକ୍ଷୀଗୋପାଳ,୧ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସୁଆଣ୍ଡୋ ଗ୍ରାମରେ ଉତ୍କଳମଣି…
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…
ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ ଅଧିକାରୀଠାରୁ ସୂଚନା ମିଳିଛି। ରାଷ୍ଟ୍ରପତିଙ୍କୁ ଭେଟିବା ସହ ଆଉ କିଛି ଅଧିକାରୀଙ୍କୁ ମଧ୍ୟ…
ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…
ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରାଯିବ। ଏଥିସହିତ ମୁଖ୍ୟମନ୍ତ୍ରୀ…
ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ
ନୂଆପଡ଼ା,୫ା୧୧: ଆସନ୍ତାକାଲି ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କୋମନାରେ ରୋଡ୍ ଶୋ’କରିବେ। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ମଧ୍ୟ ଏହି ପ୍ରଚାରରେ ସାମିଲ ହେବେ। ପରେ ପଞ୍ଚମପୁରରେ ସାଧାରଣ ଏକ ସଭା…
ସାର ଅଭାବ ନାହିଁ, କଳାବଜାର ରୋକ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨ା୯ (ରବିନାରାୟଣ ଜେନା): ସମ୍ପ୍ରତି ଧାନଚାଷ ପାଇଁ ଚାଷୀଙ୍କୁ ଆବଶ୍ୟକ ୟୁରିଆ ସାର। ହେଲେ ତାହା ସରକାରୀ ବ୍ୟବସ୍ଥା ମଧ୍ୟରେ ଠିକ୍ରେ ମିଳୁ ନ ଥିବାରୁ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଏଥିପାଇଁ ରାସ୍ତାରୋକୋ, ଧାରଣା, ପାକ୍ସ ସମ୍ମୁଖରେ ଚାଷୀମାନେ ଭୋରରୁ ଲମ୍ବା…
ଓଡ଼ିଶା ଟେକ୍ସର ଶୁଭାରମ୍ଭ: ସୃଷ୍ଟି ହେବ ୨୫ ହଜାରରୁ ଅଧିକ ନିଯୁକ୍ତି
ଭୁବନେଶ୍ୱର,୨୫ା୭: ଲୋକସେବା ଭବନରେ ଶୁକ୍ରବାର ଓଡ଼ିଶା ଟେକ୍ସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ୬ଟି ଟେକ୍ସଟାଇଲ ପାର୍କର ମଧ୍ୟ ଉଦ୍ଘାଟନ କରିଛନ୍ତି। ବଲାଙ୍ଗୀର, ଜଗତସିଂହପୁର, କେନ୍ଦୁଝର, ସମ୍ବଲପୁର, କଟକ ଏବଂ ଗଞ୍ଜାମ ଜିଲାରେ ଟେକ୍ସଟାଇଲ ପାର୍କ ଉଦ୍ଘାଟିତ…

