‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…
କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଜିଲାର ବିକାଶ ପାଇଁ ପ୍ରାୟ ୫୫୦ କୋଟି ଟଙ୍କାର ବିଭିନ୍ନ...
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ
ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ କଂଗ୍ରେସ। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ଅଣ୍ଡାମାଡ଼ ହୋଇଛି। ଏହି ସମୟରେ...
ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି କହିଲେ ମୋ ଦରମାକୁ…
ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର ଏହାକୁ ୩ ଲକ୍ଷ ୪୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ତେବେ ଏହି...
ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ
ଭୁବନେଶ୍ୱର,୧୨ା୧୨: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା କରି ଫେରିବା...
ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ ପଦ ପୂରଣ ହେବ
ଭୁବନେଶ୍ୱର,୧୨।୧୨(ରବିନାରାୟଣ ଜେନା): ରାଜ୍ୟରୁ କିପରି ଦୁର୍ନୀତିର ମୂଳୋତ୍ପାଟନ ହୋଇପାରିବ ଏବଂ ରାଜ୍ୟବାସୀ ସୁଶାସନ ପାଇବେ ସେନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପୁଣି ଥରେ ଗୁରୁତ୍ୱ ଦେଇଛନ୍ତି। ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା...
କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା
କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି।...
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍
ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର ପ୍ରସ୍ତାବ ରହିଛି କି ବୋଲି ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...
ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପିଅନ, ମାସକୁ ଦରମା ରହିଛି…
ଭୁବନେଶ୍ୱର,୨୯ା୧୧: ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଏଣିକି ନିଯୁକ୍ତ ହେବେ ପିଅନ। ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂତନ ପଦବୀ ସୃଷ୍ଟି ହେବା ସହ ଦରମା ୧୩ ହଜାର ୧୬୦ ଟଙ୍କା ରହିବ। ପୂର୍ବରୁ ପଞ୍ଚାୟତଗୁଡ଼ିକ ନିଜ ସ୍ତରରେ ପିଅନ...
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଦେଲେ ଏସବୁ କଥା
ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାରେ ପହଞ୍ଚିଛନ୍ତି। ବିଧାୟିକା ଭାବେ ନିର୍ବାଚିତ ହେବା ପରେ ରାଷ୍ଟ୍ରପତି ଭାବେ ଏହା ତାଙ୍କର ପ୍ରଥମ ବିଧାନସଭା ଗସ୍ତ। ତାଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ପରିଷଦର...
୨୦୩୬ ସୁଦ୍ଧା ୫୦୦ ବିଲିୟନ ଅର୍ଥନୀତି ପାଇଁ ଓଡ଼ିଶାକୁ ୫ ଗୁଣା ଅଭିବୃଦ୍ଧି କରିବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ ମାଝୀ
ଭୁବନେଶ୍ୱର,୨୫।୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର କହିଛନ୍ତି ଯେ, ୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାରର ଅର୍ଥନୀତି ହାସଲ କରିବାକୁ ହେଲେ ଓଡ଼ିଶାକୁ ଆସନ୍ତା ଦଶନ୍ଧି ମଧ୍ୟରେ ପାଞ୍ଚ ଗୁଣା ଅର୍ଥନୈତିକ ଅଭିବୃଦ୍ଧି ହାସଲ କରିବାକୁ ପଡ଼ିବ। ଉତ୍କଳ...
ଧର୍ମେନ୍ଦ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ତାଙ୍କର ଆକର୍ଷଣୀୟ ବ୍ୟକ୍ତିତ୍ୱ…
ଭୁବନେଶ୍ୱର,୨୪ା୧୧: ବଲିଉଡ୍ର କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ସୋମବାର ଦେହାନ୍ତ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ବର୍ଷିୟାନ ଅଭିନେତା ଧର୍ମେନ୍ଦ୍ରଙ୍କ ଦେହାନ୍ତରେ ମୁଁ ମର୍ମାହତ। ଦଶନ୍ଧି ଧରି ଅଭିନୟ...
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ
ଭୁବନେଶ୍ୱର,୧୯ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ। ଲୋକସେବା ଭବନରେ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ସଂପ୍ରସାରଣ ନେଇ ଆଲୋଚନା ହୋଇଛି। ଏଥିରେ ବାର୍ଷିକ କ୍ଷମତା ୪.୫ ମିଲିୟନ ଟନ୍ରୁ ୯.୫ ମିଲିୟନ ଟନ୍କୁ...
Archives


