ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ
ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ (X) ରେ ଏକ ଭାବପୂର୍ଣ୍ଣ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…
ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…
ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିଭିନ୍ନ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ସ୍ବାଗତ କରାଯାଇଛି।…
ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…
ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର ଦିବସ ପାଳନ ନେଇ ଆଲୋଚନା କରାଯାଇଥିଲା। ସାରା ଓଡ଼ିଶାରେ ଘୁମୁସର ଦିବସ ରାଜ୍ୟ…
ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍ କରନ୍ତୁ ଆକାଉଣ୍ଟ
ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର ସୁଭଦ୍ରା ମେଳାରେ ରାଜ୍ୟର ୧ କୋଟି ୩ ଲକ୍ଷ ୨୬ହଜାର ୧୬୨ ହିତାଧିକାରୀଙ୍କୁ…
ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ
ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ ଧର୍ମେନ୍ଦ୍ର ଶାନ୍ତି ୪୮ ଘଣ୍ଟା ନ ପୂରୁଣୁ ରବିବାର ଗିରଫ କରିଛନ୍ତି। ଅଭିଯୁକ୍ତ…
ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ
ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି। ଏହି ପ୍ରସ୍ତାବିତ ପ୍ରକଳ୍ପର ସମ୍ଭାବ୍ୟ ସ୍ଥାନ ଓ ଭିତ୍ତିଭୂମିର ସ୍ଥିତି ଅନୁଧ୍ୟାନ ପାଇଁ…
ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ ଏବଂ ବିଭିନ୍ନ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ନେଇ ବିସ୍ତୃତ ଆଲୋଚନା ହୋଇଛି। ଓଡ଼ିଶାର ବିଭିନ୍ନ…
ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…
ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା ଉପସଭାପତି ଭାବେ ନିଯୁକ୍ତ କରାଯାଇଛି। ଏହି ଦାୟିତ୍ୱ ପାଇଁ ସେ ପ୍ରଥମେ ପ୍ରଧାନମନ୍ତ୍ରୀ…
ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…
ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ। ଭକ୍ତି, ବିଶ୍ୱାସ ଓ ସମର୍ପଣର ସହ ରଥଯାତ୍ରାର ସାକ୍ଷୀ ହେବ। ସମସ୍ତେ ମହାପ୍ରଭୁଙ୍କ…
ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍ଆଇଆର୍ ଦାୟର କରିବାକୁ କହି…
ଭୁବନେଶ୍ୱର,୧୧ା୭(ସୁନିତ୍ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଆପରାଧିକ ତଦନ୍ତ କରିବା…
‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’
କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ, ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଐତିହ୍ୟ, ଗୌରବ ଏବଂ ଶୈକ୍ଷିକ ପରିଚୟକୁ ବଜାୟ ରଖାଯାଉ…
ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍କୁ ଦ୍ରୁତଗତିରେ ଆସି ଜଣେ ବାଇକ୍କୁ ଧକ୍କା ଦେବା ସହ ସ୍କୁଟି ଆରୋହୀଙ୍କୁ ଚାପିଦେଇଛି। ଫଳରେ ଘଟଣାସ୍ଥଳରେ ହିଁ ସ୍କୁଟି ଚାଳକଙ୍କ…

