Tag Archives: cm mohan charan majhi

ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍‌ରେ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୫ା୬: ଯାଜପୁର ଓ କେନ୍ଦୁଝର ଜିଲାରେ ଝାଡ଼ାବାନ୍ତି ବ୍ୟାପିବା ପରେ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର। ଜିଲାର ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍‌ରେ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ଅଧିକାରୀ ଓ ବରିଷ୍ଠ ଅଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ…

ରାଜ୍ୟ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କଲେ ନବୀନ, କହିଲେ ଯାହା ୨୪ ବର୍ଷରେ ଦେଖିବାକୁ ମିଳି ନ ଥିଲା ତାହା…

ଭୁବନେଶ୍ୱର,୧୫ା୬: ହଇଜାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଦୀର୍ଘ ବର୍ଷ ଧରି ଯାହା ଦେଖିବାକୁ ମିଳି ନ ଥିଲା ତାହା ଏବେ ଅସ୍ତବ୍ୟସ୍ତ କଲାଣି। ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକରେ…

ଗୃହରକ୍ଷୀଙ୍କ ଭତ୍ତା ବୃଦ୍ଧି କଲେ ସରକାର

ଭୁବନେଶ୍ୱର,୧୩ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରକ୍ଷୀମାନଙ୍କ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ଦୈନିକ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଭତ୍ତା…

ଭୁବନେଶ୍ୱରରୁ UAEକୁ ସିଧା ବିମାନ ସେବା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬: ରାଜଧାନୀ ଭୁବନେଶ୍ବରରୁ UAEକୁ ସିଧା ବିମାନ ସେବା ଆରମ୍ଭ ହୋଇଛି। ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଆବୁଧାବିକୁ ସିଧା ଉଡ଼ାଣ କରି ବିମାନ। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନବନ୍ଦରରେ ପତାକା ହଲାଇ ବିମାନ ଉଡ଼ାଣର ଶୁଭାରମ୍ଭ କରିଛନ୍ତି।…

ବିକାଶ ବାହନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୩୧୪ ବ୍ଲକରେ ବୁଲି…

ଭୁବନେଶ୍ୱର,୧୨ା୬: ଗୁରୁବାର ରାଜ୍ୟସ୍ତରୀୟ ବିକାଶ ବାହନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠାରୁ ଏହା ଜୁନ୍‌ ୨୧ ଯାଏ ଗଡ଼ିବ। ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଲା ସରକାରୀ ଯୋଜନା ସମ୍ବନ୍ଧରେ ଲୋକକଙ୍କୁ ସଚେତନତା କରିବା। ରାଜ୍ୟର ୩୧୪ଟି…

ଲୀଳାମୟଙ୍କ ଦର୍ଶନ କରି ଭାବବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ

ପୁରୀ,୧୧ା୬: ଆଜି ଅର୍ଥାତ୍‌ ବୁଧବାର ସ୍ନାନପୂର୍ଣ୍ଣିମା। ଭକ୍ତିମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ବଡ଼ଦାଣ୍ଡ ଏକପ୍ରକାର ଲୋକାରଣ୍ୟ ହୋଇଛି। ଏହି ଅବସରରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନବେଦିରେ ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ମହାପ୍ରଭୁଙ୍କ ଏହି ଦିବ୍ୟ ଦର୍ଶନ…

ସରକାରଙ୍କୁ ନବୀନଙ୍କ କଡ଼ା ନିଶାନା: ମୁଖ୍ୟମନ୍ତ୍ରୀଙ୍କ ଲମ୍ବା ଭାଷଣ ନେଇ କଲେ ଟାର୍ଗେଟ

ଭୁବନେଶ୍ୱର,୧୦।୬: ବିଜୁ ଜନତା ଦଳ (ବିଜେଡି)ର ଜନଜାଗରଣ କାର୍ଯ୍ୟକ୍ରମରେ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସରକାରଙ୍କ ବର୍ଷେ ପୂର୍ତ୍ତି କାର୍ଯ୍ୟକ୍ରମକୁ ଟାର୍ଗେଟ କରି ନବୀନ କହିଛନ୍ତି, “ଏହାକୁ…

କେନ୍ଦ୍ରାପଡ଼ାରେ ମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡ଼ା,୯ା୬: କେନ୍ଦ୍ରାପଡ଼ା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦ୍ରାପଡ଼ା କଲେଜ ପଡ଼ିଆରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବେ। ଏହା ପରେ ସର୍କିଟ୍‌ ହାଉସ୍‌ରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ସପ୍ତାହେ ବ୍ୟାପୀ କାର୍ଯ୍ୟକ୍ରମ…

ଆଜି ରାଜ୍ୟ କ୍ୟାବିନେଟ୍‌: ହୋଇପାରେ ବଡ଼ ଧରଣର ନିଷ୍ପତ୍ତି

ଭୁବନେଶ୍ୱର,୬ା୬: ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବସିବ। ଅପରାହ୍ନ ୪ଟାରେ ଲୋକସେବା ଭବନ ତୃତୀୟ ମହଲାର ସମ୍ମିଳନୀ କକ୍ଷରେ ଏହି ବୈଠକ ବସିବାକୁ ଥିବାବେଳେ ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ…

ଗଞ୍ଜାମକୁ ୨୮,୦୮୪ କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ, ସୃଷ୍ଟି ହେବ ୧୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ

ଛତ୍ରପୁର,୫ା୬(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ୨୮, ୦୮୪ କୋଟି ଟଙ୍କାର ପୁଞ୍ଜି ନିବେଶରେ ହେବାକୁ ଥିବା ୧୨ଟି ଶିଳ୍ପ ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଭିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାଦ୍ୱାରା ୧୫, ୪୫୫ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି…

୪୧ ସଂଗ୍ରାମୀ ଓଡ଼ିଆ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୫ା୬(ସନ୍ତୋଷ ପାଢ଼ୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଗଞ୍ଜାମ ଜିଲା ଗସ୍ତରେ ଆସି ରମ୍ଭା ବାଳକ ବିଦ୍ୟାଳୟଠାରେ ପହଞ୍ଚି ସଂଗ୍ରାମୀ ସ୍ମାରକ କାର୍ଯ୍ୟକ୍ରମରେ ଯୋଗଦାନ କରି ୪୧ ଜଣ ସଂଗ୍ରାମୀ ଓଡ଼ିଆ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି।

ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁ: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୫: ହୋମଗାର୍ଡ ଚାକିରି ଆଶାୟୀ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଉକ୍ତ ଘଟଣାରେ ମୁଁ ଦୁଃଖ ପ୍ରକାଶ ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?