ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…
ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍ଆର୍ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର କାର୍ଯ୍ୟକୁ ଆହୁରି ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା...
ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…
ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି ସମୟରେ ଲୋକଙ୍କୁ ସୁରକ୍ଷିତ ରଖି ସେବା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।...
ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…
ରାଜନଗର,୨୬ା୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଖୁବ୍ ପ୍ରଶଂସା କରିଛନ୍ତି। ମାନସ ଡେରା...
ମୁଖ୍ୟମନ୍ତ୍ରୀଙ୍କ ହୃଦୟ ଜିଣିଲେ ଆଶାକର୍ମୀ ଶିବାନୀ, ଟେଲିଫୋନ୍ କରି ଦେଲେ ଏଭଳି ପ୍ରତିଶ୍ରୁତି
ଭୁବନେଶ୍ୱର/ରାଜନଗର,୨୫।୧୦: ବାତ୍ୟା ‘ଦାନା’ ପାଇଁ ଭିନ୍ନକ୍ଷମ ମହିଳାଙ୍କୁ ପିଠିରେ ବୋହି ବାତ୍ୟା ଆଶ୍ରୟସ୍ଥଳକୁ ନେଇ ଚର୍ଚ୍ଚାରେ ଅଛନ୍ତି କେନ୍ଦ୍ରାପଡ଼ା ରାଜନଗର ଅଞ୍ଚଳର ଆଶାକର୍ମୀ ଶିବାନୀ ମଣ୍ଡଳ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ କଥା ହୋଇ ବାତ୍ୟା...
ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ; ଜିରୋ କାଜୁଆଲ୍ଟି ଲକ୍ଷ୍ୟ ହାସଲ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୧୦: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସକାଳୁ ସ୍ୱତନ୍ତ୍ର ରିଲିଫ୍ କମିଶନର କାର୍ଯ୍ୟାଳୟକୁ ଯାଇ ପରିସ୍ଥିତିର ସମୀକ୍ଷା କରିବା ସହିତ ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ...
ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା
ଭୁବନେଶ୍ୱର,୨୫ା୧୦: ଶୁକ୍ରବାର ସକାଳୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସ୍ଆର୍ସିଙ୍କ କାର୍ଯ୍ୟାଳୟରେ ପହଞ୍ଚି ବାତ୍ୟା ‘ଦାନା’ର ପରବର୍ତ୍ତୀ ସମୀକ୍ଷା କରିଛନ୍ତି। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି...
ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…
ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଲେଖିଛନ୍ତି,...
କଟକରେ ମା’ ଦୁର୍ଗାଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ ମୁଖ୍ୟମନ୍ତ୍ରୀ, ଦହିବରା ଆଳୁଦମ୍ର ନେବେ ମଜା
କଟକ,୧୨ା୧୦: ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ଗସ୍ତ କରି ପୂଜାମଣ୍ଡପ ବୁଲୁଛନ୍ତି। କିଛି ସମୟ ତଳେ ମୁଖ୍ୟମନ୍ତ୍ରୀ କଟକ ଅଭିମୁଖେ ବାହାରି ପ୍ରଥମେ ପ୍ରତାପନଗରୀଠାରେ ପୂଜାମଣ୍ଡପରେ ମା’ଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ସେ...
ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…
ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଛତିଶଗଡ଼ରେ ନକ୍ସଲ ଅପରେଶନ ଜୋରଦାର କରାଯାଇଛି। ସେଠାକାର ନକ୍ସଲଙ୍କର...
ନବୀନଙ୍କୁ ଧର୍ମେନ୍ଦ୍ରଙ୍କ କଡ଼ା ଟାର୍ଗେଟ୍, କହିଲେ ଲୋକେ ଯେଉଁ ଭୂମିକା ଦେଇଛନ୍ତି…
ଭୁବନେଶ୍ୱର,୫ା୧୦: ଶନିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି। କିଛିଦିନ ତଳେ ଭାଜପା ମିଛ କହୁଛି ବୋଲି ନବୀନ କହିଥିଲେ। ମିଛ ପ୍ରତିଶ୍ରୁତି ଦେଇ ଭାଜପା କ୍ଷମତାକୁ...
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ରାଜ୍ୟରେ…
ଭୁବନେଶ୍ୱର,୫ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶହୀଦ ବାଜି ରାଉତଙ୍କ ଜୟନ୍ତୀକୁ ଏଣିକି ସରକାରୀସ୍ତରରେ ପାଳନ କରାଯିବ। ଓଡ଼ିଶାର ସର୍ବକନିଷ୍ଠ ବରପୁତ୍ରଙ୍କୁ ସମ୍ମାନ ଜଣାଇବା ପାଇଁ ରାଜ୍ୟସ୍ତରୀୟ ବାଜି ରାଉତ...
ଓଡ଼ିଶାରେ ହେବ ଶିଳ୍ପ ହବ୍: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା କରିଥିଲେ। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ। ହାଇକମିଶନର, ବାଣିଜ୍ୟ କମିଶନର...
Archives


