Tag Archives: cm mohan charan majhi

ଡକ୍ଟର ମହତାବ ଓଡ଼ିଶାର ସର୍ଦ୍ଦାର ପଟେଲ ଥିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୧ା୧୧: ଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ତାଙ୍କର ଅଭିଭାଷଣ ରଖିଛନ୍ତି। ସେ କହିଛନ୍ତି, ଡକ୍ଟର ମହତାବ…

ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କରିବା ନେଇ ଥାନାର ଦ୍ୱାରସ୍ଥ ହେଲା ଭାଜପା

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ,ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫୋଟଚିତ୍ରକୁ ବିକୃତ କରାଯାଇଥିବା ନେଇ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛ। ସୂଚନାଯୋଗ୍ୟ, ରାଧାକାନ୍ତ ମହାନ୍ତ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ…

ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପାରାଦୀପ ପ୍ରଗତିର…

ଭୁବନେଶ୍ୱର/ପାରାଦୀପ,୧୫ା୧୧: ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍ସବ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ପ୍ରଗତିର ମୁଖଶାଳା। କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି…

ସରକାରୀ ନିୟମ ଅନୁଯାୟୀ ଧାନ ସଂଗ୍ରହ କରନ୍ତୁ, ନହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୧୧: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର ଉଦ୍‌ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ ନଭେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି ସମବାୟ…

ଆସନ୍ତାକାଲିଠାରୁ ଐତିହାସିକ ବାଲିଯାତ୍ରା: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ,୧୪ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିନ୍ଦେ। ଶୁକ୍ରବାର ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଏହି ମେଳାକୁ…

କଥା ଦେଇ କଥା ରଖି ନ ଥିଲେ ପୂର୍ବ ସରକାର, ଆମ ସରକାର ଆସୁ ଆସୁ…

ଭୁବନେଶ୍ୱର,୧୪ା୧୧: ପୂର୍ବ ବିଜେଡି ସରକାରଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ପୂର୍ବ ସରକାରଙ୍କୁ ମୋହନ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଗତ ସରକାର ଚାଷୀଙ୍କୁ କଥା ଦେଇ କଥା…

ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଦୁଇଟି ବିଧାନସଭା କ୍ଷେତ୍ର ଷଢ଼େଇକଳା ଖରସୁଆଁ ଓ ସିଂହଭୂମରେ ଆୟୋଜିତ ଦୁଇଟି ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅଞ୍ଚଳରେ ବସବାସ…

ହୋମ୍‌ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୯।୧୧: ରାଜ୍ୟରେ ହୋମ୍‌ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ବ୍ୟାନ୍‌ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ୍‌ଗାର୍ଡ ପଦବୀ ଖୁବ୍‌ଶୀଘ୍ର ପୂରଣ ହୋଇ ପାରିବ। ରାଜ୍ୟରେ…

ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡି ଛାଡ଼ି ଭାଜପାରେ ସାମିଲ

କେନ୍ଦୁଝର,/ପାଟଣା(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ଓକିଲ ସଂଘ ସଭାପତି ଆଲୋକ ମହାନ୍ତ (ରାଜା) ଏବଂ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାୟକ ବିଜେଡି ଛାଡ଼ି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୀତି…

କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ହେଉଛି ଧଉଳି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୧: ଏକ ସାଧାରଣ ପାହାଡ ନୁହେଁ, ଧଉଳି ପାହାଡ ଓଡିଶା ଇତିହାସର ଏକ ଗୌରବମୟ ଅତୀତକୁ ଛାତିରେ ଧରି ରଖିଛି। କଳିଙ୍ଗର ବୀର ସନ୍ତାନଙ୍କ ସୌର୍ଯ୍ୟ, ସାହାସ ଓ ସାମର୍ଥ୍ୟର ପ୍ରତୀକ ଏହି ଧଉଳି। ଓଡିଆ ବୀର ସନ୍ତାନଙ୍କ ଲୁହ ଆଉ…

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଗାଁରେ ପରିବାର ଲୋକଙ୍କ ସହ ପାଳିବେ ଦୀପାବଳି

କେନ୍ଦୁଝର,୩୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର…

ଫୁଟ୍‌ପାଥରୁ ଦୀପାବଳି ପାଇଁ ପୂଜା ସାମଗ୍ରୀ କିଣିଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ପ୍ରତିବର୍ଷ…

ଭୁବନେଶ୍ୱର,୩୧ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଧର୍ମପତ୍ନୀ ଡ. ପ୍ରିୟଙ୍କା ମାର୍ଣ୍ଡି ଭୁବନେଶ୍ୱରର ୧ ନଂ ହାଟ ପାଖ ଫୁଟ୍‌ପାଥରୁ ଦୀପାବଳି ପାଇଁ ପୂଜା ସାମଗ୍ରୀ କିଣିଛନ୍ତି। ମୁଖ୍ୟମନ୍ତ୍ରୀ ଦୀପ, ଆଖୁ ଏବଂ ନଡ଼ିଆ ଆଦି ସାମଗ୍ରୀ କିଣିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?