Tag Archives: cm mohan charan majhi

ଆଜି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିବ କଂଗ୍ରେସ: ତାରା

ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ସୋମବାର ସ୍ବାଧିକାର ଭଙ୍ଗ ନୋଟିସ ଆଣିବ କଂଗ୍ରେସ। ଗତ ୨୬ ତାରିଖରେ ଗୃହ ଚାଲିଥିବାବେଳେ ଅଗ୍ନିବୀରମାନଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ ବାହାରେ…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୮ା୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖ (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଡ୍ୟାମ୍‌ରେ ଦୁଇ ଛାତ୍ର ବୁଡ଼ିଯିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୭: କଟକ ଜିଲା ଚୌଦ୍ୱାର ମଙ୍ଗରାଜପୁର ଡମଣୀ ଡ୍ୟାମ୍‌ରେ ବୁଡି ବୁଧବାର ୨ ଛାତ୍ର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦୁଃଖପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର…

ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୨୨ା୭(ଅସମାପିକା ସାହୁ): ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣୁଛନ୍ତି। ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି ହେଉଥିବାବେଳେ ୨୨ ତାରିଖ ସୋମବାର ଏହା ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ…

ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୭: ରାଜ୍ୟରେ ଭାଜପା କ୍ଷମତାକୁ ଫେରିବା ପରେ ପୂର୍ବ ସରକାରରେ ଗଠନ ହୋଇଥିବା ଯୋଜନା ବୋର୍ଡକୁ ଭଙ୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂର୍ବ ବିଜେଡି ସରକାର ଗଠନ କରିଥିବା ରାଜ୍ୟ ଯୋଜନା ବୋର୍ଡରେ ମୁଖ୍ୟମନ୍ତ୍ରୀ ଏହାର ସଭାପତି ଥିବା…

ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପି ପ୍ରଦାନ କଲେ ରାଜ୍ୟ ସରକାର, ଏଥିରେ ରହିଛି…

ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଶନିବାର ଏସ୍‌ଓପି ପ୍ରଦାନ କରାଯାଇଛି। ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି, ମଣତି ନେଇ ଆର୍‌ବିଆଇର ସହାୟତା…

ନର୍ସିଂହୋମ୍‌ରେ ନିଆଁ ଲାଗିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୧୩ା୭: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି। କେମିତି ନିଆଁ ଲାଗିଲା ତାହାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ…

ଜୁଲାଇ ୧୫ ରେ ଲୋକଙ୍କ ଗୁହାରି ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ୧୫ ତାରିଖ ସୋମବାର ଦିନ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ। ଏହା ମୁଖ୍ୟମନ୍ତ୍ରୀଙ୍କ ଦ୍ୱିତୀୟ ଅଭିଯୋଗ ଶୁଣାଣି ହେବ। ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ…

ଆଜି ଜନ୍ମ ମାଟି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

କେନ୍ଦୁଝର,୨୩।୬: ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିବେ। ଏଥିପାଇଁ ପ୍ରସ୍ତୁତି ହୋଇସାରିଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ…

ପ୍ରତିଦିନ ଏହି ସମୟରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଶୁକ୍ରବାରଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ…

ସୁରୁଖୁରୁରେ ରଥ ଯାତ୍ରା ସମ୍ପନ୍ନ କରିବା ପାଇଁ ଛତିଶା ନିଯୋଗର ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୬: ଗୁରୁବାର ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀକ୍ଷେତ୍ର ପୁରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କ ସହ ଆଗାମୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁ ରେ ସମାପନ କରିବା ପାଇଁ ଆଲୋଚନା କରିଛନ୍ତି । ଚଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri