ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…
କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ, କ୍ରୀଡ଼ାବିତ୍ ତଥା ବିଶିଷ୍ଟ ଲୋକଙ୍କ ସହିତ ମର୍ନି ଓ୍ବାକ୍ କରିବା ସହ ଚା’ପେ ଚର୍ଚ୍ଚା…
ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ
କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବିଜୟୀ ଦଳକୁ ପୁରସ୍କାର ପ୍ରଦାନ କରିବା ସହିତ ସମସ୍ତ…
ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ: ୭ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ
ମାଲକାନଗିରି,୧୨ା୯(ଦୁର୍ଯ୍ୟୋଧନ ପାତ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦିନିକିଆ ମାଲକାନଗିରି ଜିଲାକୁ ଯାଇ ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବିଏସ୍ଏଫ୍ ହେଲିପ୍ୟାଡରେ ଅବତରଣ କରିଥିଲେ ା ଏହି…
ଲଘୁଚାପ ବର୍ଷା ପ୍ରଭାବରେ କ୍ଷୟକ୍ଷତି, ମୁକାବିଲା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦।୯: ମଙ୍ଗଳବାର ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…
ସି.ଏମ୍. କିଷାନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୪୬ ଲକ୍ଷ ଓ ଭୂମିହୀନ
ସମ୍ବଲପୁର,୮।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ୍. କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ୱିନୀ ପ୍ରେକ୍ଷାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର…
‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭ା୯: ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ।…
ଉଠିଲା ପଡ଼ିଲା ବିଧାନସଭା, ରେଭେନ୍ସାକୁ ନେଇ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର,୫ା୯: ଗୁରୁବାର ବିଧାନସଭା ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗ ଉଠାଇଛନ୍ତି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ। ରେଭେନ୍ସା କଲେଜର ନାଁ ପରିବର୍ତ୍ତନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଛନ୍ତି ବ୍ୟୋମକେଶ। ସେ କହିଛନ୍ତି, ରେଭେନ୍ସା ୧୫୬ ବର୍ଷର ଶିକ୍ଷାନୁଷ୍ଠାନ, ନ’ଙ୍କ ଦୁର୍ଭିକ୍ଷ ସହ…
ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ
ଭୁବନେଶ୍ୱର,୪ା୯: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି…
ମୋହନ ସରକାରଙ୍କୁ ଟାର୍ଗେଟ୍ କଲେ ନବୀନ, କହିଲେ ମୋ’ ସରକାରରେ…
ଭୁବନେଶ୍ୱର,୩୧ା୮: ଗୃହ ବିଭାଗ ଖର୍ଚ୍ଚଦାବିକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୋହନ ସରକାରଙ୍କୁ କଡ଼ା ବିରୋଧ କରିଛନ୍ତି। ନବୀନ ବାଲେଶ୍ବର ଏବଂ ଜଟଣୀରେ ସାମ୍ପ୍ରଦାୟିକ ହିଂସା କଥା ଉଠାଇ ମୋହନ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ରଥଯାତ୍ରା ସମୟରେ ନାନା…
ଭୁବନେଶ୍ୱର କ’ଣ ପ୍ରକୃତରେ ସ୍ମାର୍ଟସିଟି, କାହିଁକି ଏପରି ପ୍ରଶ୍ନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୮: ଭୁବନେଶ୍ୱର କ’ଣ ପ୍ରକୃତରେ ସ୍ମାର୍ଟସିଟି ବୋଲି ଶନିବାର ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ପ୍ରଶ୍ନ କରିଛନ୍ତି ଯେ, ସମସ୍ତ ଆଧୁନିକୀକରଣ ଲୋକଙ୍କ ନିକଟରେ ପହଞ୍ଚିଛି କି?…
ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ପିଏମ୍ ଉଷା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୮: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହାର ଶୁଭାରମ୍ଭ କରିଛନ୍ତି। ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ବୁଝାମଣାପତ୍ର…
ଅନୁଗୋଳ ଜିଲାରେ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ…
Archives


