ନୂଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କହିଲେ ଏହି ଜିଲା ପାଇଁ ସରକାର…
ନୂଆପଡ଼ା,୬ା୧୦: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆପଡ଼ା ପାଇଁ ୧୧୦୧ କୋଟି ଟଙ୍କାର ଭେଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ନୂଆପଡ଼ାରେ ଜଳସେଚନ ପାଇଁ ୮୦୨ କୋଟି ଘୋଷଣା କରିଛନ୍ତି। ୭୫ କୋଟିର...
ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ତେବେ ଏହି ୨ ଦିନର ରହଣି ମଧ୍ୟରେ ସେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାଂଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ମଧ୍ୟ...
୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୧୦: ଗଜପତି ଜିଲାରେ ପ୍ରବଳ ବର୍ଷା ଓ ଭୂସ୍ଖଳନରେ ୨ ଜଣଙ୍କର ପ୍ରାଣହାନି ଘଟିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ୨...
PSU କର୍ମଚାରୀଙ୍କୁ ଖୁସି କରିଦେଲେ ରାଜ୍ୟ ସରକାର: ବଢ଼ିଲା ମହଙ୍ଗା ଭତ୍ତା , ଜାନୁଆରୀ ପହିଲାରୁ…
ଭୁବନେଶ୍ୱର,୨୬।୯(ସୁନିତ୍ ମିଶ୍ର): ପୂଜା ପୂର୍ବରୁ ରାଜ୍ୟର ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ପାଇଁ ସରକାର ଖୁସି ଖବର ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ରାଜ୍ୟର ସରକାରୀ ଉଦ୍ୟୋଗ(ଷ୍ଟେଟ୍ ପିଏସ୍ୟୁ)ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି...
ନିଜେ ଝାଡୁ ମାରି ସ୍ବଚ୍ଛତାର ସହ କାର୍ଯ୍ୟ କରିବାକୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୯: ସ୍ବଚ୍ଛତା ହିଁ ସେବା ୨୦୨୫ ଅଭିଯାନ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ଆୟୋଜିତ ଗଣସଫେଇ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ,...
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭ା୯: ଆଜି ଅର୍ଥାତ୍ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ମୁଖ୍ୟମନ୍ତ୍ରୀ ‘ଏକ ପେଡ୍ ମାକେ ନାମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରି...
ଲୋକଙ୍କ ଅଭିଯୋଗପତ୍ର ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ, କହିଲେ ଖୁବ୍ଶୀଘ୍ର ହେବ…
କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଗସ୍ତ ସାରି ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱର ଫେରିଛନ୍ତି। ଗତକାଲି ବିଭିନ୍ନ କାର୍ଯ୍ୟରେ ଯୋଗ ଦେଇ ସ୍ଥାନୀୟ ସର୍କିଟ ହାଉସ୍ରେ ରାତ୍ରି ଯାପନ କରିଥିଲେ। ରାତିରେ ଦଳୀୟ...
ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରେସ୍ମିଟ୍, GSTକୁ ନେଇ କହିଲେ…
ନୂଆଦିଲ୍ଲୀ,ଭୁବନେଶ୍ୱର,୪ା୯: GST ସ୍ଲାବ୍କୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିଲ୍ଲୀରେ ପ୍ରେସ୍ମିଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ ହୋଇଛି। କେନ୍ଦୁପତ୍ର ଉପରେ GST ୧୮ ପ୍ରତିଶତରୁ...
୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ରୀୟ ନେତୃତ୍ୱକୁ ଭେଟିବାର କାର୍ଯ୍ୟକ୍ରମ...
୧୬ ନୂଆ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଥିରେ ରହିଛି…
ଭୁବନେଶ୍ୱର,୩୧ା୮: ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ ରାଜ୍ୟରେ ଆଉ ୧୬ ନୂଆ NAC ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନୂଆ ଏନ୍ଏସିଗୁଡ଼ିକ ମଧ୍ୟରେ ବଲାଙ୍ଗୀରର ଲୋଇସିଂହା, ସୋହେଲା, କଟକର ବଡ଼ମ୍ବା, ନରସିଂହପୁର, ସାଲେପୁର, ଗଁଦିଆ,...
ଆଉ ୭ ନୂଆ ମ୍ୟୁନିସିପାଲିଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ତାଲିକାରେ ରହିଛି…
ଭୁବନେଶ୍ୱର,୩୧ା୮: ଆଜି ଅର୍ଥାତ୍ ରବିବାର ସ୍ବାୟତ୍ତ ଶାସନ ଦିବସ। ଏହି ଅବସରରେ ଆଉ ୭ ନୂଆ ମ୍ୟୁନିସିପାଲିଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନୂଆ ମ୍ୟୁନିସିପାଲିଟି ମଧ୍ୟରେ ମୟୂରଭଞ୍ଜର କରଞ୍ଜିଆ, ବୌଦ୍ଧ, ଗଞ୍ଜାମର ଭଞ୍ଜନଗର, ଆସିକା,...
ମୁଖ୍ୟମନ୍ତ୍ରୀ ହେବା ଦିନଠାରୁ ଛୁଟି ନେଇନାହାନ୍ତି ମୋହନ ମାଝୀ, ସରକାରୀ ଛୁଟିରେ ବି କରୁଛନ୍ତି କାମ
ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ଦିନଠାରୁ ସକାଳୁ ମଧ୍ୟରାତ୍ର ପର୍ଯ୍ୟନ୍ତ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଓ ଫାଇଲ କାମରେ ବ୍ୟସ୍ତ ରହୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ପାଇଁ ସବୁଦିନ ସମାନ। ଛୁଟି ଦିନ ହେଉ କିମ୍ବା...
Archives


