ପୁରୀରେ ହେବ ବିଶ୍ୱସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ
ପୁରୀ,୪ା୭: ପୁରୀ ସହରରେ ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ। ଏନେଇ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜଗନ୍ନାଥ ମ୍ୟୁଜିୟମ ସହ ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ ହେବ। ଗୋଟିଏ ପରିସରରେ ମ୍ୟୁଜିୟମ, ଗବେଷଣା କେନ୍ଦ୍ର ଓ…
ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ମିର୍ଦ୍ଧା ଟପ୍ପୋ
ଭୁବନେଶ୍ୱର,୩୦ା୬: ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ନିଯୁକ୍ତ ହୋଇଛନ୍ତି। ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ୩୦ ଜୁନ୍ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ମିର୍ଦ୍ଧା ଟପ୍ପୋଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ କେନ୍ଦୁଝରରେ ଡୁଡା (ଜିଲା…
ପୁରୀ ଦଳାଚକଟା ପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବଢ଼ିଲା ସୁରକ୍ଷା
ଭୁବନେଶ୍ୱର,୨୯ା୬: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଆଜି ତୃତୀୟ ଦିନରେ ଏକ ବଡ଼ଧରଣର ଅଘଟଣ ଘଟିଛି। ପ୍ରଶାସନର ଦାୟିତ୍ୱହୀନତା କାରଣରୁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏହି ଅଘଟଣ ପରେ…
ରଥଯାତ୍ରା ଦଳାଚକଟା: ପ୍ରତି ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ସରକାର
ଭୁବନେଶ୍ୱର,୨୯ା୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି। ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ଼ କାରଣରୁ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି। ଏ ଘଟଣାରେ…
ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୬: ଆଜି ସମଗ୍ର ଦେଶରେ ଭକ୍ତି ଓ ବିଶ୍ୱାସର ଏକ ମହା ମିଳନ ଦେଖିବାକୁ ମିଳିଛି। ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମଗ୍ର ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି,…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇଟି ପ୍ରକଳ୍ପ ଜରିଆରେ ରାଜ୍ୟରେ ସୃଷ୍ଟି ହେବ ୮୪୫୦ ନିଯୁକ୍ତି
ଭୁବନେଶ୍ୱର,୨୬ା୬: ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡ଼ିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ…
ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡା,ଟମାଟୋ ମାଡ଼
ଭୁବନେଶ୍ୱର,୨୫ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ବେଳେ କଂଗ୍ରେସ କର୍ମୀମାନେ ବୁଧବାର ଅଣ୍ଡା, ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି। ଫଳରେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଉଠାଇ ନେଇଛି। ନାରୀ ନିର୍ଯାତନା ଅଭିଯୋଗ ଆଣିବା ସହ ଓଡ଼ିଆ…
ଏଣିକି ଆଉ ଦୌଡ଼ିବାକୁ ପଡ଼ିବନି ଆର୍ଆଇ ଅଫିସ, ଘରେ ବସି ଲୋକେ ପାଇବେ ରାଜସ୍ବ ସଂକ୍ରାନ୍ତ ସମସ୍ତ ସୁବିଧା
ଭୁବନେଶ୍ୱର,୨୫ା୬: ଏଣିକି ସୁବିଧା ହେବ ଜମିଜମା ପଞ୍ଜୀକରଣ। ଛୋଟମୋଟ କାମ ପାଇଁ ଆଉ ଦୌଡ଼ିବାକୁ ପଡ଼ିବନି ଆର୍ଆଇ ଅଫିସ ବା ରାଜସ୍ବ କାର୍ଯ୍ୟାଳୟ। ମୋବାଇଲ ଆପରେ ମିଳିବ ସମସ୍ତ ରାଜସ୍ବ ସେବା ମିଳିଯିବ। ଏନେଇ ଇ-ରେଜିଷ୍ଟ୍ରେଶନ ଆପ ଉନ୍ମୋଚିତ ହୋଇଛି। ମୁଖ୍ୟମନ୍ତ୍ରୀ…
ଗଞ୍ଜାମ ଆସିବେ ମୁଖ୍ୟମନ୍ତ୍ରୀ, ଯୁବଶକ୍ତି ସମାବେଶରେ ଯୋଗ ଦେଇ…
ଛତ୍ରପୁର,୨୨ା୬(ସନ୍ତୋଷ ପାଢ଼ୀ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଗଞ୍ଜାମ ଜିଲା ଗସ୍ତରେ ଆସିବେ। ସକାଳ ୯ଟା ୩୦ ମିନିଟ୍ରେ ଆସିକାସ୍ଥିତ ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ରାଜ୍ୟ କ୍ରୀଡା ଓ ଯୁବ ସେବା ବିଭାଗ ଆନୁକୂଲ୍ୟରେ…
ଜନତା ମଇଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ତ୍ରୁଟିଶୂନ୍ୟ ପ୍ରସ୍ତୁତି ପାଇଁ ଦେଲେ ନିର୍ଦ୍ଦେଶ
ଭୁବନେଶ୍ୱର,୧୯ା୬: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମଇଦାନଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମାରୋହରେ ମୁଖ୍ୟ ଅତିଥି…
ଗୋପାଳପୁର ଗଣବଳାତ୍କାର: ରିପୋର୍ଟ ମାଗିଲେ ଏନ୍ସିଡବ୍ଲ୍ୟୁ
ଭୁବନେଶ୍ୱର,୧୮ା୬(ସତ୍ୟଜିତ୍ ରାଉତ/ସୁନିତ୍ ମିଶ୍ର): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ସୋମବାର ସନ୍ଧ୍ୟାରେ ଜଣେ ୨୦ବର୍ଷୀୟା କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି ଜାତୀୟ ମହିଳା କମିଶନ(ଏନ୍ସିଡବ୍ଲ୍ୟୁ)। କମିଶନ ନିଜ ଆଡ଼ୁ ମାମଲା ରୁଜୁ କରି ଓଡ଼ିଶା ସରକାରଙ୍କଠାରୁ ରିପୋର୍ଟ…
ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍ରେ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୫ା୬: ଯାଜପୁର ଓ କେନ୍ଦୁଝର ଜିଲାରେ ଝାଡ଼ାବାନ୍ତି ବ୍ୟାପିବା ପରେ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର। ଜିଲାର ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍ରେ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ଅଧିକାରୀ ଓ ବରିଷ୍ଠ ଅଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ…
Archives


