Tag Archives: cm mohan charan majhi

ମୁଖ୍ୟମନ୍ତ୍ରୀ ହେବା ଦିନଠାରୁ ଛୁଟି ନେଇନାହାନ୍ତି ମୋହନ ମାଝୀ, ସରକାରୀ ଛୁଟିରେ ବି କରୁଛନ୍ତି କାମ

ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ଦିନଠାରୁ ସକାଳୁ ମଧ୍ୟରାତ୍ର ପର୍ଯ୍ୟନ୍ତ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଓ ଫାଇଲ କାମରେ ବ୍ୟସ୍ତ ରହୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ପାଇଁ ସବୁଦିନ ସମାନ। ଛୁଟି ଦିନ ହେଉ କିମ୍ବା ସରକାରୀ…

ପାଟଣାରେ ହେବ ବୃହତ ଇସ୍ପାତ କାରଖାନା, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇ…

ପାଟଣା,୨୨ା୮(ବୀରକିଶୋର ଦାଶ): ଦକ୍ଷିଣକୋରିଆର ଜଣାଶୁଣା କମ୍ପାନୀ ପୋସ୍କୋ ଏବଂ ଭାରତର ଜେଏସ୍‌ଡବ୍ଲ୍ୟୁର ମିଳିତ ସହଯୋଗରେ କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ରାଜ୍ୟର ଦ୍ବିତୀୟ ବୃହତ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। କେନ୍ଦୁଝର ଜିଲାବାସୀ୍‌ଙ୍କ ଦୀର୍ଘଦିନର ଦାବି ମୁଖ୍ୟମନ୍ତ୍ରୀ ମୋହନ…

ହାତୀ ସଂରକ୍ଷଣ ନେଇ ଆସିବ ନୂଆ ନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୮: ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳାକୁ ଗୁରୁବାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍‌ଘାଟିତ ହୋଇଛି। ହାତୀମାନଙ୍କ ବିଷୟରେ ଗବେଷଣା ପାଇଁ ସ୍ବତନ୍ତ୍ର କେନ୍ଦ୍ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଗବେଷଣା…

ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୮: କେନ୍ଦ୍ର କ୍ୟାବିନେଟ୍‌ରେ ଓଡ଼ିଶା ପାଇଁ କ୍ୟାପିଟାଲ ରିଜନ ରିଙ୍ଗ ରୋଡ୍‌ ମଞ୍ଜୁର କରାଯାଇଥିବାରୁ ରାଜ୍ୟ ଅତିଥି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଏସ୍‌ସିବିରେ ଚିକିତ୍ସା ପାଇଁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ

କଟକ,୨୦ା୮: ସର୍ଜରୀ ବିଭାଗକୁ ଚିକିତ୍ସା ପାଇଁ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡି। କୌଣସି ଏକ ଅସ୍ତ୍ରୋପଚାର ପାଇଁ ସେ ଆସିଥିବା ସୂଚନାରୁ ଜଣାପଡ଼ିଛି। ଏନେଇ ସନ୍ଧ୍ୟାରେ ଏସ୍‌ସିବି କର୍ତ୍ତୃପକ୍ଷ ସୂଚନା ଦେବେ। କିଛିଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ…

ନୂଆଦିଲ୍ଲୀରେ ନିର୍ମାଣ ହେବ ଓଡ଼ିଶା ଭବନ, ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ନୂଆଦିଲ୍ଲୀର ନୂତନ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ…

ପ୍ୟାରିସ ବିଶ୍ଵ ବ୍ୟାଡମିଣ୍ଟନ ଚାମ୍ପିୟନସିପ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସଟଲର ଭଗିନୀ ଋତୁପର୍ଣ୍ଣା, ଶ୍ୱେତପର୍ଣ୍ଣା

ଭୁବନେଶ୍ୱର,୧୮।୮: ଓଡ଼ିଶାର ପ୍ରଥମ ଭଗିନୀ ବ୍ୟାଡମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା ଓ ଶ୍ୱେତପର୍ଣ୍ଣା ପଣ୍ଡା ଅଗଷ୍ଟ ୨୫ରୁ ୩୧ ତାରିଖ ମଧ୍ୟରେ ପ୍ୟାରିସରେ ହେବାକୁ ଥିବା ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନସିପ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସାକ୍ଷାତ…

ଅଚାନକ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଯୋଗଦାନକୁ ନେଇ ଜୋର୍‌ଦାର ଚର୍ଚ୍ଚା

କଟକ ସଦର,୧୪ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବିଧାନସଭାର ୪୨ ମୌଜାରେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ତ୍ରିରଙ୍ଗା ରାଲି ରଣେ ଷଣ୍ଢ ମନ୍ଦିରରୁ ବାହାରିବାର ଥିଲା। କଟକ ଆସୁଥିବା ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ହଠାତ୍‌ ୧୧ଟାବେଳେ ୪୨ ମୌଜା ମୁଖେ ଗଡ଼ିଥିଲା। ଏକଥା…

‘ଏମ୍‌ଏଲ୍‌ଏ ଲାଡ୍‌ ୱେବ୍‌ ପୋର୍ଟାଲ’ର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର, ୧୪ା୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ‘ଏମ୍‌ଏଲ୍‌ଏ ଲାଡ୍‌’ ଓ ‘ସିଏମ୍‌-ଏସ୍‌ଏ’ ର ସରଳୀକୃତ ଗାଇଡ୍‌ଲାଇନ ଉନ୍ମୋଚିତ କରିଛନ୍ତି। ଏହାସହ ଏମ୍‌ଏଲ୍‌ଏ ଲାଡ୍‌ ୱେବ୍‌ ପୋର୍ଟାଲର(https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ ହୋଇଛି। କ୍ୟାବିନେଟ୍‌ ବୈଠକ ଆରମ୍ଭ…

ରାଜ୍ୟ କ୍ୟାବିନେଟ୍‌ରେ ୭ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର,୧୪ା୮(ରବିନାରାୟଣ ଜେନା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ ୬ଟି ବିଭାଗର ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ଦେଇଛି। ତଦନୁଯାୟୀ ଓଡ଼ିଶାରେ ନର୍ସିଂ ଶିକ୍ଷାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ନର୍ସିଂ ଏଜୁକେଶନ, ସର୍ଭିସ୍‌ ରୁଲ୍ସ-୨୦୨୫ ଗଠନ…

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ବିଲ୍ଡିଂର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଖୁବ୍‌ଶୀଘ୍ର ଖାଲି ପଡ଼ିଥିବା ଡାକ୍ତର ପଦବୀ…

କୋରାପୁଟ,୧୦ା୮(ଅମିତାଭ ବେହେରା ): ରାଜ୍ୟର ନିରନ୍ତନ ବିକାଶ ଧାରାରେ ଆଜି କୋରାପୁଟ ଜିଲା ମଧ୍ୟ ସାମିଲ ହୋଇଛି ବୋଲି ରବିବାର କୋରାପୁଟସ୍ଥିତ ସରକାରୀ ଡିଏଭି ମହାବିଦ୍ୟାଳୟ ପଡିଆଠାରେ ଆୟୋଜିତ ସାଧାରଣ ସଭାରେ ଶହୀଦ ଲକ୍ଷ୍ମଣ ନାଏକ ମେଡିକାଲ କଲେଜ ବିଲ୍ଡିଂ ଉଦ୍‌ଘାଟନ…

‘EKTA’ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷିତ

ଭୁବନେଶ୍ୱର,୭ା୮: ଜାତୀୟ ହସ୍ତତନ୍ତ ଦିବସରେ ଓଡ଼ିଶାରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ। ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି ବଲିଉଡ୍‌ର ଧକ୍‌ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ। ଗୁରୁବାର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଅତିଥି ଭାବେ ମାଧୁରୀ ଯୋଗ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?