Tag Archives: cm mohan charan majhi

ଫରେଷ୍ଟଗାର୍ଡଙ୍କୁ ହତ୍ୟା: ସହାୟତା ରାଶି ଘୋଷଣା ସହ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୫: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି। ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ PCCFକୁ…

୪୨୦ କୋଟିରୁ ଉର୍ଦ୍ଧ୍ୱ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ…

ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୧୧ା୫: ବେସାମରିକ ସୁରକ୍ଷାରେ ଯୋଗ ଦେବା ପାଇଁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଛନ୍ତି, ଦେଶର ସାଧାରଣ ଲୋକଙ୍କ ଜନଜୀବନର ସୁରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ। ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଏଥିପାଇଁ…

IPS ଅଫିସରଙ୍କ ଛୁଟି ବାତିଲ କଲେ ସରକାର, କେହି ଯଦି ଛୁଟିରେ ଥିବେ ତେବେ…

ଭୁବନେଶ୍ୱର,୧୦ା୫: ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି ହୋଇଛି। କୌଣସି IPS ଅଫିସର ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି ହୋଇଛି। ଏଥିସହିତ ଛୁଟିଲେ ଥିଲେ ତୁରନ୍ତ ଆସି…

ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରିବା ସହିତ…

ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ମନ୍ଦିରର ବିକାଶ ଲାଗି କଲେ ବଡ଼ ଘୋଷଣା, ମିଳିବ ଏତିକି କୋଟି ଟଙ୍କା…

ପୁରୁଷୋତ୍ତମପୁର,୮ା୫(ସୀମାଞ୍ଚଳ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ ଆସିଛନ୍ତି l ପ୍ରଥମେ ସେ ସକାଳ ୧୧ଟାରେ ତାରାତାରିଣୀ ମନ୍ଦିର ତଳେ ଅସ୍ଥାୟୀ ହେଲିପ୍ୟାଡ୍‌ରେ ପହଞ୍ଚି ସେଠାରୁ ଯାଇ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କୁ…

ଆଉ ମାଟ୍ରିକ ନୁହେଁ, ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ଯୋଗ୍ୟତା ସ୍ନାତକ

ଭୁବନେଶ୍ୱର,୨୩ା୪: ଏଣିକି ଅଙ୍ଗନଓ୍ବାଡ଼ି ସୁପରଭାଇଜର ପାଇଁ ସର୍ବନିମ୍ନ ଯୋଗ୍ୟତା ସ୍ନାତକ ରଖାଯାଇଛି। ପୂର୍ବରୁ ଅଙ୍ଗନଓ୍ବାଡ଼ି ସୁପରଭାଇଜରଙ୍କ ପାଇଁ ଯୋଗ୍ୟତା ମାଟ୍ରିକ ଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ପରେ…

କ୍ୟାବିନେଟ୍‌ ବୈଠକ: ୬ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୩ା୪: ମନ୍ତ୍ରୀ ପରିଷଦ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ୍‌ ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୪(ସୁନିତ ମିଶ୍ର): ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜାନୁଆରୀ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ରେ ଦେଲେ ଯୋଗ

କେନ୍ଦୁଝର,୧୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରୁ ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦.୪୦ରେ ରିଜର୍ଭ ପୋଲିସ ଗ୍ରାଉଣ୍ଡଠାରେ ପହଞ୍ଚି ସେଠାରୁ ଦିନ ୧୧ ଟାରେ ହ୍ୟାଣ୍ଡବଲ ଷ୍ଟାଡିୟମ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୫ ହଜାରରୁ ଊର୍ଦ୍ଧ୍ୱ ଯୁବପିଢ଼ିଙ୍କୁ ମିଳିବ ନିଯୁକ୍ତି

ଖୋର୍ଦ୍ଧା,୩ା୪(ପ୍ରଭାତ ପାଣିଗ୍ରାହୀ): ବିକାଶ ପ୍ରକ୍ରିୟାରେ ଆହୁରି ଆଗକୁ ଯିବ ଖୋର୍ଦ୍ଧା ଜିଲା। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜିଲାର ପ୍ରଗତିଧାରାକୁ ଆହୁରି ତ୍ୱରାନ୍ବିତ କରିବା ଲକ୍ଷ୍ୟରେ ବିବିଧ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଖୋର୍ଦ୍ଧା ହଳଦୀପଦା ଏବଂ ମୁଣ୍ଡାମ୍ବ କାଳିବେତୀରେ ୧୪ଟି ଶିଳ୍ପ…

ପରୀକ୍ଷାର୍ଥୀଙ୍କ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ରେ ହୋମ୍‌ଗାର୍ଡ ପାଇଁ ହେଉଥିବା ଶାରିରୀକ ପରୀକ୍ଷା ବେଳେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତ ପରୀକ୍ଷାର୍ଥୀଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ୪ ଲକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri