କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…
ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧ ପର୍ଯ୍ୟନ୍ତ ୪ଦିନ ଧରି ଏହି ମହୋତ୍ସବ ପାଳନ ହେବାକୁ ରହିଥିବାବେଳେ ଏହି ମହୋତ୍ସବରେ...
ରାଜ୍ୟ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ ପତାକା ହଲାଇ ଶୁଭାରମ୍ଭକଲେ…
ଭୁବନେଶ୍ୱର,୨୩।୧୨: ରାଜ୍ୟବାସୀଙ୍କ ପାଇଁ ଖୁସିଖବର। ୧୦୮ ଆମ୍ବୁଲାନ୍ସ ସେବାରେ ସାମିଲ ହେଲା ୧୫୦ଟି ନୂଆ ଆମ୍ବୁଲାନ୍ସ। ରାଜ୍ୟବାସୀଙ୍କ ସେବାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ସର୍ଗ କରିଛନ୍ତି। ୧୧୧ କୋଟି ଟଙ୍କାରେ ୪୨୮ଟି ନୂଆ ଆମ୍ବୁୁଲାନ୍ସ ଗଡ଼ିବାର ଯୋଜନା ଅଛି। ପ୍ରଥମ...
ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…
ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି, ପୂର୍ବ ସରକାରରେ ନିୟମିତ ନିଯୁକ୍ତି ଦିଆଯାଉ ନ ଥିଲା। ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ...
ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ
କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଷ୍ଟାଡିୟମ୍ରେ ଉପସ୍ଥିତ ରହି ଘଣ୍ଟି ବଜାଇ ମ୍ୟାଚ୍କୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି।...
ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର
ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ ହୋଇଛି। ସୋମବାର ବିଧାନସଭାରେ ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ...
ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…
କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି। ଏହି ଉତ୍ସବରେ ଯୋଗ ଦେଇଥିବା ଚମ୍ପୁଆ ବିଜେଡି ବିଧାୟକ...
ବିଧାନସଭାରେ ବଡ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ସାମ୍ବାଦିକଙ୍କ ପାଇଁ ପେନସନ୍…
ଭୁବନେଶ୍ୱର,୪ା୧୨: ରାଜ୍ୟର ସାମ୍ବାଦିକମାନଙ୍କ ପାଇଁ ପେନସନ୍ ବ୍ୟବସ୍ଥା ଲାଗୁ କରିବା ପ୍ରସ୍ତାବ ଓଡ଼ିଶା ସରକାରଙ୍କ ବିଚାରାଧୀନ ରହିଛି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି। ଭାଜପା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ...
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ଏତଲା ଦେଲେ ମନ୍ମଥ ରାଉତରାୟ, ଜାତିଗତ ଅପମାନ…
ଭୁବନେଶ୍ୱର,୨।୧୨: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କଥିତ ଅପମାନଜନକ ମନ୍ତବ୍ୟ ଦେଇ ମାମଲାର ସମ୍ମୁଖୀନ ହେବାର କିଛି ଦିନ ପରେ ବିଜୁ ଜନତା ଦଳ (ବିଜେଡି)ର ନେତା ମନ୍ମଥ ରାଉତରାୟ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି।...
ଜିଲାପାଳଙ୍କୁ ଏହି ୯ ଟାସ୍କ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୧୧: ମଙ୍ଗଳବାର ଅନୁଷ୍ଠିତ ଜିଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି। ଦୁର୍ନୀତି ହଟାଇ ସଚ୍ଚୋଟ ଏବଂ ସାଧୁତା ପାଇଁ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ...
କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୭ା୧୧: ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ହ୍ୟୁମାନ ସାଗରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...
ମୋହନ ମାଝୀଙ୍କ ବ୍ଲୁ ପ୍ରିଣ୍ଟ୍: ନବୀନ ପଟ୍ଟନାୟକଙ୍କ ହାତ ଛାଡ଼ିବେ ଅମର ପଟ୍ଟନାୟକ, ରାଜନୀତିରେ ହଲଚଲ
ଭୁବନେଶ୍ୱର,୩ା୧୧: ବିଜେଡିର ପୂର୍ବତନ ରାଜ୍ୟସଭା ଏମ୍ପି ଅମର ପଟ୍ଟନାୟକ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହାତ ଛାଡ଼ି ଦେବେ ବୋଲି ରାଜନୈତିକ ମହଲରେ ଜୋର୍ଦାର ଚର୍ଚ୍ଚା ହେଉଛି। ତେବେ ଅମର ବିଜେଡି ଛାଡ଼ି ଭାଜପାରେ ସାମିଲ ହେବା ନେଇ ଆଲୋଚନା...
ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ: ‘ରନ୍ ଫର୍ ୟୁନିଟି’ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୧୦: ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଆୟୋଜିତ ‘ରନ୍ ଫର୍ ୟୁନିଟି’ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ...
Archives


