Tag Archives: cm mohan majhi

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ନିବେଶକମାନଙ୍କୁ ସହଭାଗୀ ହେବା…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର ଟଙ୍କାର ମୋଟା ଜରିମାନା କମିବା ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି ଟଙ୍କାର ୧୦ ସୂତ୍ରୀ ପ୍ୟାକେଜ ଘୋଷଣା କରାଯାଇଛି। ୩୩% କିମ୍ବା ଊର୍ଦ୍ଧ୍ୱ ଫସଲ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା ଓ ସୂଚନା ସଞ୍ଚାର ଉପରେ ଅଧିକ ଗୁରୁତ୍ୱ ଦେବାକୁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।…

‘ହିତାଧିକାରୀଙ୍କୁ ଏକାସାଙ୍ଗରେ ମିଳିବ ୩ ମାସର ଭତ୍ତା’

ଭୁବନେଶ୍ୱର,୧୨ା୬: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ସମସ୍ୟା ରାଜ୍ୟର ନୁହେଁ, କେନ୍ଦ୍ରର । ବୈଷୟିକ ତ୍ରୁଟି ଯୋଗୁ ଭତ୍ତା ପ୍ରଦାନରେ ବିଳମ୍ବ ହୋଇଛି। ୧୦…

ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ

ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଥିବା ଦେଖାଯାଉଛି। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନରେନ୍ଦ୍ର ମୋଦି…

କୋରାପୁଟରେ ୧ ଲକ୍ଷ ଏକରରେ ହେବ କଫି ଚାଷ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ବଡ଼ ପରାମର୍ଶ ଦେଇଛନ୍ତି। ଜୈବିକ ପ୍ରଣାଳୀରେ ଚାଷ କରିବାକୁ ଚାଷୀଙ୍କୁ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଧାନ ଉତ୍ପାଦନ ପରିମାଣ ବଢିଛି। କେରଳ, ବିହାର ଆମଠୁ ଚାଉଳ ନେଉଥିଲେ, ଏବେ ତାଙ୍କ…

ଜୁନ୍ ୧୨ରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ନିରାଡମ୍ବର ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି ଯୋଗୁ ସମଗ୍ର ଦେଶ ଏକ ସଂକଟମୟ…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୪୭୨ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଆଲୋଚନା କଲେ, ଦାବିପତ୍ର ଦେଲେ

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁକ୍ରବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସ୍ଥାନୀୟ ସର୍କିଟ ହାଉସଠାରେ ଭେଟି ଆଲୋଚନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏବଂ ନରସିଂହଙ୍କ…

SCB ଅଗ୍ନିକାଣ୍ଡ: ପ୍ରଧାନମନ୍ତ୍ରୀଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ନେଇ ଅବଗତ….

ଭୁବନେଶ୍ବର,୧୬।୩(ସୁନିତ୍‌ ମିଶ୍ର): କଟକ ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଟେଲିଫୋନ ଯୋଗେ କଥାହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । SCB ମେଡିକାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୩ ଜଣ ଗୁରୁତର ଆହତ ହୋଇ ଚିକିତ୍ସାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?