୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ, ସାନ୍ତାଳୀ ଭାଷାର ବିକାଶ ପାଇଁ କାର୍ଯ୍ୟ କରିବାକୁ ଦେଲେ ପ୍ରତିଶ୍ରୁତି
କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏୟାର…
ରାଜ୍ୟରେ ଖାଲି ପଡିଛି ହଜାର ହଜାର ଡାକ୍ତର-ପୋଲିସ ପଦବୀ; ବିଧାନସଭାରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୧୧: ରାଜ୍ୟରେ ରହିଛି ଉତ୍କଟ ସ୍ଥିତିରେ ରହିଛି ଡାକ୍ତର ଏବଂ ପୋଲିସ କର୍ମୀଙ୍କ ଅଭାବ। ବିଭିନ୍ନ ଜିଲାରେ ହଜାର ହଜାର ସଂଖ୍ୟାରେ ପଦବୀ ଖାଲି ପଡିଛି। ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ…
ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୨୫।୧୧: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି…
ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ
ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଏଥିସହିତ ତାଳଚେରକୁ ପାରାଦୀପ ସହ ଯୋଡ଼ିବାକୁ ୧୬ ହଜାର…
ରାଜ୍ୟରେ ରଦ୍ଦହେବ ଅନେକ ପୁରୁଣା ଆଇନ, ନୂଆ ମଧ୍ୟରେ ରହିଛି…
ଭୁବନେଶ୍ୱର,୮ା୧୧(ସୁନିତ୍ ମିଶ୍ର): ଓଡ଼ିଶାରେ ଅନେକ ପୁରୁଣା, ନିଷ୍କ୍ରିୟ ଓ ଅପ୍ରାସଙ୍ଗିକ ଆଇନକୁ ଚିହ୍ନଟ କରାଯାଇ ରଦ୍ଦ କରାଯିବ। ଏହି ପ୍ରକ୍ରିୟା ଆରମ୍ଭ ହୋଇସାରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି। କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ବ୍ରିଟିଶ ଅମଳର…
ବିଦେଶ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଜାଣନ୍ତୁ କାହିଁକି
ଭୁବନେଶ୍ୱର,୩।୧୧: ନଭେମ୍ବର ୧୮ ରୁ ତିନି ଦିନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆଶାନ୍ତ ବର୍ଷ ହେଵାଉ ଥିବା ଉତ୍କଳ ଓଡ଼ିଶା କନକ୍ଲେଭ ପୂର୍ବରୁ ସିଙ୍ଗାପୁରରେ ଏକ ରୋଡ୍ ସୋ ସହିତ ନିବେଶକଙ୍କ…
ଗାଁରେ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ, ବଜାଇଲେ ମାର୍ଦ୍ଦଳ
ଭୁବନେଶ୍ୱର/କେନ୍ଦୁଝର,୧ା୧୧: ଦୀପାବଳି ଉତ୍ସବରେ ସାମିଲ ହେବାକୁ ମୋହନ ଚରଣ ମାଝୀ ଗୁରୁବାର ନିଜ ଗାଁ କେନ୍ଦୁଝରର ରାଇକଳାରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ଘରେ ପହଞ୍ଚି ପଇଡ଼ ପାଣି ପିଇବା ସହ ମିଠା ମଧ୍ୟ ଖାଇଥିଲେ। ଏହା ସହ ସେ ଗାଁ ମହୋତ୍ସବରେ ସାମିଲ…
ଦୁଇ ଦିନିଆ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର( ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା କାଲିଠାରୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ୪ର୍ଥ ଥର ନିଜର ଜନ୍ମମାଟି ଗସ୍ତ । ସେ ମଧ୍ୟାହ୍ନରେ ସ୍ଵତନ୍ତ୍ର ଏୟାର…
ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୦: ବୁଧବାର ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୁଖ୍ୟ ସଚିବ, ଡିଜିପି, ଶକ୍ତି ସଚିବ ଏବଂ ଅଗ୍ନିଶମ ଡିଜି ସାମିଲ ହୋଇଛନ୍ତି। ପ୍ରଭାବିତ ହେବାକୁ…
ମୁଖ୍ୟମନ୍ତ୍ରୀଙ୍କ ଗାଁ ରାସ୍ତା ଶୋଚନୀୟ, ବିଭାଗର ନଜର ନାହିଁ
କେନ୍ଦୁଝର,୯ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ଓ ରାଇକଳା ପଞ୍ଚାୟତ ସଂଯୋଗ କରୁଥିବା ରାସ୍ତା ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିଜ ଗ୍ରାମ ଶୋଚନୀୟ ହୋଇ ପଡ଼ିଥିବାବେଳେ ବିଭାଗ ନିଘୋଡ଼ ନିଦ୍ରାରେ ଶୋଇଛି। ଘଟଣାରୁ ପ୍ରକାଶ…
ଭାଜପା ସରକାର ଏକ କପି ପେଷ୍ଟ ସରକାର, ଏମିତି କହି ବର୍ଷିଲେ…
ଭୁବନେଶ୍ୱର,୬।୧୦(ଅନିଲ ଦାସ): ରାଜ୍ୟ ଭାଜପା ସରକାରଙ୍କ ଦ୍ୱାରା ୧୬,୦୦୯ କନିଷ୍ଠଶିକ୍ଷକ (ସ୍କିମାଟିକ) ଭାବେ ଆଜି ପ୍ରଦାନ କରାଯାଉଥିବା ନିଯୁକ୍ତି ବିଜେଡି ସରକାରଙ୍କ ସମୟରେ ସମସ୍ତ କାର୍ଯ୍ୟ ଚୂଡାନ୍ତ ହୋଇଥିବା ବିଜୁ ଜନତା ଦଳ ଦାବି କରିଛି। ଏହି ନିଯୁକ୍ତି ମଲାହରିଣ ଉପରେ…
ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୧୦: ଆସନ୍ତାକାଲି ଅର୍ଥାତ୍ ବୁଧବାର ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ରହିବେ। ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇ ନିବେଶକ ସମ୍ମିଳନୀରେ ଯୋଗଦେବେ। ରାଜ୍ୟକୁ ନିବେଶ ଆଣିବା ପାଇଁ…

