Tag Archives: cm mohan majhi

‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’

ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ...

ରତ୍ନ ଭଣ୍ଡାର ନିଶ୍ଚୟ ଖୋଲିବ, ଦୋଷୀଙ୍କୁ ଦଣ୍ଡ ମିଳିବ: ମୁଖ୍ୟମନ୍ତ୍ରୀ

ଭୁବନେଶ଼୍ବର, ୩୦।୦୬: ଭାରତୀୟ ଜନତା ପାର୍ଟିର ନବନିର୍ବାଚିତ ବିଧାୟକ ଏବଂ ଏମ୍‌ପିମାନଙ୍କୁ ସମ଼୍ବର୍ଦ୍ଧନା ଦେବା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍‌ପି ଓ ବିଧାୟକ...

ନଡ୍ଡାଙ୍କୁ ଭେଟିବା ପରେ ଓଡ଼ିଶା ପାଇଁ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ହେବ…

ଭୁବନେଶ୍ୱର,୨୯ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା ଶନିବାର ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମାଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସମାଧିରେ...

ବଜ୍ରପାତରେ ୩ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୬: ବରଗଡ଼ ଜିଲା ପଦ୍ମପୁର ଖଲିଆପଲି ପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା...

ଚାଷୀଙ୍କୁ ଦଲାଲ ମୁକ୍ତ କରାଯିବ: ମୁଖ୍ୟମନ୍ତ୍ରୀ

ଚମ୍ପୁଆ/ଝୁମ୍ପୁରା,୨୫।୬ (ମହେଶ୍ୱର ଦାସ/ଶଶିଭୂଷଣ ସାହୁ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜିଲା କେନ୍ଦୁଝରକୁ ମୋହନ ଚରଣ ମାଝୀ ୨ ଦିନିଆ ଗସ୍ତରେ ଆସିଛନ୍ତି। ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟି ରାଇକଳାକୁ ଯାଇଛନ୍ତି। ଏହି ଅବସରରେ...

ବିଜେଡି ସରକାର ସମୟରେ ମୋତେ ହତ୍ୟା ଉଦ୍ୟମ ହୋଇଥିଲା: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୫।୬(ପି.ଟି.): ବିଜେଡି ସରକାର ସମୟରେ ମୋ ଉପରେ ବୋମା ପକାଇ ହତ୍ୟା ଉଦ୍ୟମ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ କରିଛନ୍ତି। କେନ୍ଦୁଝରର ଝୁମ୍ପୁରାଠାରେ ସୋମବାର ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବାବେଳେ ସେ ଏହା କହିଛନ୍ତି।...

ଜନ୍ମମାଟିରେ ମା’ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ, କହିଲେ…

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ହେଲିକପ୍ଟର ଯୋଗେ କେନ୍ଦୁଝରରୁ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ, ଭାବ ବିହ୍ବଳ ହେଲେ ଲୋକେ

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଜନ୍ମମାଟିରେ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇ ଏକ ରୋଡ୍‌ ଶୋ’ରେ ଝୁମ୍ପୁରାକୁ ଯାଇଛନ୍ତି। ଜନ୍ମମାଟିରେ ମୋହନ୍‌ଙ୍କୁ ଦେଖି ଲୋକେ ଭାବ ବିହ୍ବଳ ହୋଇ ପଡ଼ିଛନ୍ତି। ସତେ ଯେପରି...

ବିଜେଡିର ଗୁମର ଖୋଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମମାଟିକୁ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସେ ପ୍ରଥମେ ଘଟଗାଁ ତାରିଣୀ ପୀଠକୁ...

ଘଟଗାଁରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା’ ତାରିଣୀଙ୍କ ପୀଠ ହେବ…

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖମନ୍ତ୍ରୀ ମୋହନ ଚରଣ ମାଝି ରବିବାର କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରିବା ସହ ଏହାର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି।...

ଘଟଗାଁରେ ପହଞ୍ଚି ମା’ ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରବିବାର ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ଘଟଗାଁରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭାଜପା ଦଳ ପକ୍ଷରୁ ବ୍ୟାପକ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି...

ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଏଥର ବିଦା ହେଲେ…

ଭୁବନେଶ୍ୱର,୨୨ା୬: ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ନିଯୁକ୍ତି ଦିଆଯାଇଥିବା ଅଧ୍ୟକ୍ଷମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଠୋର ପଦକ୍ଷେପ ନେଇଛନ୍ତି। ଏହି ଅଧ୍ୟକ୍ଷମାନଙ୍କ ଯୋଗୁ ନିଗମଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri