ବିମାନ ବନ୍ଦରରୁ ଝାଡଖଣ୍ଡ ଅଭିମୁଖେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦।୯: ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ବାହାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନରେ ସେ ବାହାରିଛନ୍ତି। ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। କାଲି ଚାଇଁବାସାର କୋଲହାନ ସଭାରେ ଯୋଗ ଦେବେ। ଆଗକୁ…
ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…
ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍ କି ବାତ୍ ’ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ସମିଆ ପଞ୍ଚାୟତର ଆଦିବାସୀ ଗ୍ରାମ ବୁଢ଼ାକେନ୍ଦୁଆ ଯାଇଛନ୍ତି। ଉକ୍ତ…
ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଭାଜପାର ପରିବର୍ତ୍ତନ…
ଭୁବନେଶ୍ୱର,୨୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲ୍ହାନ…
‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’
ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ…
‘ମୋତେ ଗେଟ୍ ଆଉଟ୍ କହିଥିଲେ ଆଇଆଇସି’
ଭୁବନେଶ୍ୱର,୨୭ା୯: ଲୋକସେବା ଭବନରେ ଶୁକ୍ରବାର ଦୁଇ ଦିନିଆ ଜିଲାପାଳମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଆଜିର ଏହି ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସହ ଘଟିଥିବା କିଛି ଦୁଃଖଦ କଥାକୁ ସର୍ବ ସମ୍ମୁଖରେ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୩ା୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ତାଙ୍କ ସହ ତାଙ୍କ ବାପା ମଧ୍ୟ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା…
ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ
କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍ ପିନ୍ଧି ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୋହନ ମାଝୀ ଗୋ ବ୍ୟାକ୍ ସ୍ଲୋଗାନ ଦେଇଥିଲେ। ଜିଲାକୁ ଦେଇଥିବା…
ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ ବିଷ୍ଣୁ ସେଠୀ: ମୁଖ୍ୟମନ୍ତ୍ରୀ
ତିହିଡ଼ି,୧୯ା୯: ପୂର୍ବତନ ବିଧାୟକ ବିଷ୍ଣୁ ସେଠୀ ଅସାଧାରଣ ପ୍ରତିଭାର ଅଧିକାରୀ ଥିଲେ। ତାଙ୍କ ଉଦ୍ୟମରେ କାନ୍ତକବିଙ୍କ ଲିଖିତ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ରାଜ୍ୟ ସଙ୍ଗୀତର ମାନ୍ୟତା ପାଇଥିଲା। ଏହାଛଡ଼ା ମୋଗଲ ତାମସାକୁ ଲୋକଲୋଚନକୁ ଆଣିବାରେ ତାଙ୍କ ଅବଦାନ ଅବିସ୍ମରଣୀୟ ଥିଲା…
ସମାଜର ଶେଷ ଧାଡିରେ ଥିବା ବ୍ୟକ୍ତି ପାଖରେ ଯୋଜନାର ସୁଫଳ ପହଞ୍ଚାଇବା ସରକାରୀ କର୍ମଚାରୀଙ୍କ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୯: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ବିଭିନ୍ନ ବିଭାଗରେ ୪୭୬ ଜଣ ଅଧିକାରୀ ଓ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆୟୋଜିତ ଏକ…
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ବିଜ୍ଞାପନରେ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ଏତେ କୋଟି ଟଙ୍କା
ଭୁବନେଶ୍ୱର,୨୯ା୮: ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ ବାଗ୍ଙ୍କ…
ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ରୁ ଉର୍ଦ୍ଧ ମୃତ; ୪ ଲକ୍ଷ ଟଙ୍କା ସହାୟତା ଘୋଷଣା, ଆହତଙ୍କୁ ମାଗଣା ଚିକିତ୍ସା
ଭୁବନେଶ୍ୱର,୨୧।୮: ଆଜି ରାଜ୍ୟର ୪ଟି ଜିଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା…
ଆରମ୍ଭ ହେଲା ବିଧାୟକଙ୍କ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ
ଭୁବନେଶ୍ୱର,୧୭ା୮: ଭୁବନେଶ୍ବରରେ ନୂଆ ବିଧାୟକଙ୍କ ପାଇଁ ଶନିବାର ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଉଦ୍ଘାଟନ କରିଛନ୍ତି। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଦୁଇଦିନ ପାଇଁ ଚାଲିବ।…

