Tag Archives: cm mohan majhi

ଲୋକଙ୍କ ପ୍ରତି ଭଲ ବ୍ୟବହାର କର, ପୋଲିସକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୬: ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ପୋଲିସ ମହାନିର୍ଦ୍ଦେଶକ ଷଡ଼ଙ୍ଗୀ ଓ ବରିଷ୍ଠ ପୋଲିସ ଅଧିକାରୀମାନଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ଉକ୍ତ ବୈଠକରେ ଜନସାଧାରଣଙ୍କୁ ଗୁଣାତ୍ମକ ସେବା ଦେବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀ ପରାମର୍ଶ…

ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍‌ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍‌ ଚଳାଚଳରେ…

ଓଡ଼ିଆ ଅସ୍ମିତାକୁ ଦିଆଯିବ ଗୁରୁତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତିର ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ମ୍ୟୁଜିୟମ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ…

ଉତ୍କଳମଣି ଗୋପବନ୍ଧୁଙ୍କ ଗାଁ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ସାକ୍ଷୀଗୋପାଳ, ୧୩।୬(କିଶୋର ମହାପାତ୍ର): ଗୁରୁବାର ସକାଳୁ ସକାଳୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲି ରାଜ୍ୟର ନୂଆ ସରକାର ଲୋକମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଉପସ୍ଥିତିରେ ଏହି ନିର୍ଦେଶ କାର୍ଯ୍ୟକାରୀ କରାଇଥିଲେ। ମନ୍ତ୍ରୀ ମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri