ପ୍ରତ୍ୟେକ ଗାଁରେ ଭାଗବତ ଟୁଙ୍ଗି ପୁନରୁଦ୍ଧାର ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୧୦: ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ରବିବାର ଭୁବନେଶ୍ବରର କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ ପ୍ରତ୍ୟେକ…
ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କ ଭାଜପା ବିଧାୟକ ଦଳ ବୈଠକ
ଭୁବନେଶ୍ୱର,୧୯।୯: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ବିଧାନସଭା ପରିସରରେ ଭାଜପା ଜାତୀୟ ସାଧାରଣ ସମ୍ପାଦକ ତରୁଣ ଛୁଘଙ୍କ ଉପସ୍ଥିତିରେ ବିଧାୟକ ଦଳ ବୈଠକ ଡାକିଥିଲେ। ବୈଠକରେ ଓଡ଼ିଶା ଭାଜପା ଇନଚାର୍ଜ ବିଜୟପାଲ ସିଂ ତୋମାର, ରାଜ୍ୟ ସଭାପତି ମନମୋହନ…
ଗୁରୁଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ, ରେଗୁଲାର ଭିତ୍ତିରେ ପାଇବେ…
ଭୁବନେଶ୍ୱର,୫ା୯: ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୩ ବର୍ଷରେ ପ୍ରାୟ ୪୫ ହଜାର ଶିକ୍ଷକ ପଦବୀ ପୂରଣ ହେବ। ଚୁକ୍ତିଭିତ୍ତିକ ନୁହେଁ, ରେଗୁଲାର ଭିତ୍ତିରେ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ତାର…
ଜଗନ୍ନାଥପ୍ରସାଦକୁ ମିଳିଲା ଏନ୍ଏସି ମାନ୍ୟତା, ପରସ୍ପରକୁ ମିଠା ଖୁଆଇ କଲେ ଆଲିଙ୍ଗନ
ଜଗନ୍ନାଥପ୍ରସାଦ,୩୧ା୮(ବିଭୁପ୍ରସାଦ ପଟ୍ଟନାୟକ): ବହୁଦିନର ସ୍ବପ୍ନ ଆଜି ପୂରଣ ହୋଇଛି। କିଏ ବାଣ ଫୁଟାଇ ଉତ୍ସବ ପାଳନ କରୁଛନ୍ତି ତ କିଏ ପରସ୍ପରକୁ ମିଠା ଖୁଆଇ ଆଲିଙ୍ଗନ କରୁଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦରେ। ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି…
ମୋହନ ମାଝୀଙ୍କ ବାସଭବନରେ ବଡ଼ ବୈଠକ, ଯୋଗଦେଲେ ଧର୍ମେନ୍ଦ୍ର; ହୋଇପାରେ…
ଭୁବନେଶ୍ୱର,୩୦।୮: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିବା ଜଣାପଡିଛି। ଯାହାକୁ ନେଇ ରାଜନୈତିକ ମହଲରେ ହଲଚଲ ଦେଖିବାକୁ ମିଳିଛି। ଏଥିସହ ରାଜ୍ୟ ମନ୍ତ୍ରୀ ସୂରଜ…
ଓଡ଼ିଶା ହେବ ଭାରତର ପରବର୍ତ୍ତୀ ଫାର୍ମା ହବ: ମୁଖ୍ୟମନ୍ତ୍ରୀ ମାଝୀଙ୍କ ଘୋଷଣା
ଭୁବନେଶ୍ୱର,୧୫ା୮: ଓଡ଼ିଶାକୁ ଭାରତର ଫାର୍ମାସିଉଟିକାଲ ରାଜଧାନୀ ଭାବେ ପ୍ରତିଷ୍ଠା କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ହାଇ-ପ୍ରୋଫାଇଲ ଫାର୍ମା କନକ୍ଲେଭ ଆୟୋଜନ କରିବାକୁ ଯୋଜନା କରୁଛନ୍ତି। ଏହି କନକ୍ଲେଭରେ ଜାତୀୟ ଓ ଆନ୍ତର୍ଜାତୀୟ ଔଷଧ ନିର୍ମାତା ସଂସ୍ଥାମାନେ ଅଂଶଗ୍ରହଣ କରିବେ। ୭୯ତମ…
ପ୍ଲେଟ ଧରିଛନ୍ତି ମୁଖ୍ୟମନ୍ତ୍ରୀ, ପିଲାଙ୍କୁ ମିଠା ବାଣ୍ଟୁଛନ୍ତି ତାଙ୍କ ସ୍ତ୍ରୀ: ସ୍ୱାଧୀନତା ଦିବସରେ ଦେଖିବାକୁ ମିଳିଲା…
ଭୁବନେଶ୍ୱର,୧୫।୮: ୭୯ତମ ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବାସଭବନରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସମ୍ବୋଧନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କ…
ଆତ୍ମହତ୍ୟା କଥା ଶୁଣି ରାଗିଗଲେ ମୁଖ୍ୟମନ୍ତ୍ରୀ, କଡ଼ା ତାଗିଦ୍ କରି କହିଲେ…
ଭୁବନେଶ୍ୱର,୧୧।୮: ଆତ୍ମହତ୍ୟା’ କଥା ଶୁଣି ଅଭିଯୋଗ ପ୍ରକୋଷ୍ଠରେ ତାଗିଦ କଲେ ମୁଖ୍ୟମନ୍ତ୍ରୀ। ଜଗବନ୍ଧୁ ପଣ୍ଡା ନାମକ ଜଣେ ଅଭିଯୋଗକାରୀଙ୍କ ଠାରୁ ଏପରି ଶୁଣି ମୁଖ୍ୟମନ୍ତ୍ରୀ ରାଗି ଯାଇ କହିଲେ ଅଭିଯୋଗ କରିବାକୁ ଆସି କାହିଁକି ଏପରି କହୁଛନ୍ତି । ଅଭିଯୋଗ କରିବାକୁ…
ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ରାଜ୍ୟରେ ହେବ..
ଭୁବନେଶ୍ୱର,୪/୮: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୮୩୫ଟି ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ।- ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ।…
IAS ସ୍ତରରେ ବଡ଼ ଅଦଳବଦଳ: ବଦଳିଲେ ପୁରୀ ଜିଲାପାଳ, ୪୮ ଜଣ IASଙ୍କୁ ଅଦଳବଦଳ
ଭୁବନେଶ୍ୱର,୨୨।୭: IAS ସ୍ତରରେ ବଡ଼ ଧରଣର ଅଦଳବଦଳ। ଏହି ଅଦଳବଦଳରେ ସଚିବଙ୍କ ସହ କିଛି ଜିଲାର ଜିଲାପାଳ ମଧ୍ୟ ବଦଳି ହୋଇଛନ୍ତି। ରାତି ଅଧରେ ଆସିଲା ବଡ଼ ଖବର । IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର…
IAS ସ୍ତରରେ ବଡ଼ ଅଦଳବଦଳ, ବିଏମସି କମିଶନର ହେଲେ…
ଭୁବନେଶ୍ୱର,୨୨।୭: IAS ସ୍ତରରେ ବଡ଼ ଧରଣର ଅଦଳବଦଳ। ବିଏମସି କମିଶନର ହେଲେ ଚଞ୍ଚଲ ରାଣା। ଚଞ୍ଚଲ ରାଣା ବର୍ତ୍ତମାନ ପୁରୀ ଜିଲାପାଳ ଅଛନ୍ତି। ରଥ ଅଘଟଣ ପରେ ପୁରୀ ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଇଥିଲେ। ସେହିପରି ରୁପା ରୋଶନ ସାହୁ ହେଲେ…
ରାଜନୀତିରେ ହଇଚଇ: ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ନେତାଙ୍କ ଛାତି ଧଡ଼ଧଡ଼
ଭୁବନେଶ୍ୱର,୨୧।୭: ସୋମବାର ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟପାଳଙ୍କ ସହ ସାକ୍ଷାତର ନିର୍ଦ୍ଦିଷ୍ଟ କାରଣ ଅସ୍ପଷ୍ଟ ରହିଥିବା ବେଳେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ଏହି ଭେଟଘାଟ ମାହୋଲକୁ ଆହୁରି ଗରମ କରିଦେଇଛି। ମନ୍ତ୍ରିମଣ୍ଡଳରେ ଖାଲି…
Archives


