Tag Archives: cm mohan majhi

୨୦୨୬ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଗାଁକୁ ପିଇବା ପାଣି ପହଞ୍ଚାଇବା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୨୫।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି ଯେ ତାଙ୍କ ସରକାର ୨୦୨୬ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଗାଁକୁ ପିଇବା ପାଣି ଯୋଗାଇ ଦେବାକୁ ପ୍ରତିଶ୍ରୁତିବଦ୍ଧ। ପୁରୀରେ ଜାତୀୟ ପଞ୍ଚାୟତୀ ରାଜ ଦିବସର ରାଜ୍ୟସ୍ତରୀୟ ଉତ୍ସବରେ ସମ୍ବୋଧନ କରି…

ରାଜ୍ୟରେ ୩ ନୂଆ ସିଭିଲ ଜଜ୍‌ କୋର୍ଟ ଗଠିତ

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ୩ଟି ନୂଆ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ଗଠିତ ହୋଇଛି। ଏହି କୋର୍ଟଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ଼ ଜିଲାର ଲେଫ୍ରିପଡ଼ା, ସମ୍ବଲପୁର ଜିଲାର ରେଙ୍ଗାଲିଠାରେ ସ୍ଥାପନ କରାଯାଇଛି। ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପରାମର୍ଶ ଅନୁଯାୟୀ…

ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…

ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର ବାସ୍ତବ ସମୟରେ ତଦାରଖ କରାଯାଇ ପାରିବ ଏବଂ ପ୍ରକଳ୍ପଗୁଡିକ ନିର୍ଭୁଲ ଭାବରେ କାର୍ଯ୍ୟକାରୀ ହେବା…

ସମ୍ବଲପୁରରେ ୧୪୦୦ ଜଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୮ ଜଣଙ୍କୁ ତୁରନ୍ତ ୧୯ ଲଷ ଟଙ୍କାର ଚିକିତ୍ସା ସହାୟତା 

ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ  ଅଭିଯୋଗ ଶୁଣିବା ପାଇଁ । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ…

ଆଜି ଭୁବନେଶ୍ୱରରେ ନୁହେଁ, ସମ୍ବଲପୁରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର): ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ ଜଣେ ମୁଖ୍ୟମନ୍ତ୍ରୀ ରାଜଧାନୀ ଭୁବନେଶ୍ୱର ବାହାରେ ଲୋକଙ୍କ ଅଭିଯୋଗ ଶୁଣିବେ। ସୋମବାର ସମ୍ବଲପୁରରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ଶୁଣାଣିକୁ ସଫଳତାର ସହିତ ସମ୍ପନ୍ନ କରିବାକୁ ପ୍ରାଥମିକତା ଦିଆଯାଉଛି।…

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ: କହିଲେ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର.୧୫।୪: ବଲାଙ୍ଗିର ଜିଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା…

ଓଡ଼ିଆ ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମା’ ତାରିଣୀ ମନ୍ଦିର ପାଇଁ ୨୫୦ କୋଟିର DPR

ଭୁବନେଶ୍ୱର,୧୪ା୪: ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଘଟଗାଁସ୍ଥିତ ଆରାଧ୍ୟା ଦେବୀ ମା’ ତାରିଣୀଙ୍କ ଦର୍ଶନ ଲାଭ କରିବା ସହ ମନ୍ଦିର ପାଇଁ ୨୧୫ କୋଟିର…

ଓଡ଼ିଆ ନୂଆବର୍ଷର ସଂକଳ୍ପ

ଆଜି ପବିତ୍ର ଓଡ଼ିଆ ନୂଆବର୍ଷ। ମହାବିଷୁବ ସଂକ୍ରାନ୍ତି। ମହାବୀର ହନୁମାନ ଜୟନ୍ତୀ। ଆଜି ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ହେବ ଶୁଭାରମ୍ଭ। ଆଜି ଭାରତର ସମ୍ବିଧାନ ପ୍ରଣେତା, ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ଅବହେଳିତ, ଦଳିତଙ୍କ ସ୍ବାର୍ଥ ଓ…

ଆୟୁଷ୍ମାନ୍‌ ସ୍ବପ୍ନ ଏବେ ସାକାର

କଥା ଦେଇଥିଲୁ। କଥା ରଖିଲୁ। ସାରା ରାଜ୍ୟବାସୀ ଆଜି ଖୁସି। ବିଶେଷ ଭାବରେ କାମଧନ୍ଦା ଅନ୍ବେଷଣରେ ପେଟପାଟଣା ପାଇଁ ବିଭିନ୍ନ ରାଜ୍ୟରେ ପ୍ରବାସୀ ଶ୍ରମିକ ଭାବେ କାମ କରୁଥିବା ଲକ୍ଷ ଲକ୍ଷ ଭାଇଭଉଣୀ ଓ ସେମାନଙ୍କ ପରିବାର ସଦସ୍ୟଙ୍କ ମୁହଁରେ ହସ…

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୪: ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଭେଟିଛନ୍ତି। ନର୍ଥ ବ୍ଲକ୍‌ରେ ଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଯାଇ ମୁଖ୍ୟମନ୍ତ୍ରୀ ଶାହାଙ୍କୁ ଭେଟିଛନ୍ତି। ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକଙ୍କ ସହ ଯାଇ ମୁଖ୍ୟମନ୍ତ୍ରୀ ଏହି…

ଓଡ଼ିଶା ଲାଗି କେନ୍ଦ୍ର କ୍ୟାବିନେଟ ଦ୍ୱାରା ୨ ରେଳ ପ୍ରକଳ୍ପ ମଞ୍ଜୁର, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୪(ସୁନିତ ମିଶ୍ର): କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (CCEA) ଶୁକ୍ରବାର ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଛି। ସେଥିରୁ ୨ଟି ପ୍ରକଳ୍ପ ଓଡିଶା ପାଇଁ ଉଦ୍ଦିଷ୍ଟ ରହିଛି। ଏହି ୨ଟି ପ୍ରକଳ୍ପ ହେଉଛି ସମ୍ବଲପୁର-ଜରପଡା(ତାଳଚେର,…

ଆସିବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଭିତ୍ତିପ୍ରସ୍ତର ସ୍ଥାପନ

ଖୋର୍ଦ୍ଧା,୩ା୪(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଶିଳ୍ପ ପ୍ରକଳ୍ପଗୁଡ଼ିକର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍‌ରେ ମୁଖ୍ୟମନ୍ତ୍ରୀ ଅବତରଣ କରିବେ। ହଳଦୀପଦା ଓ କାଳିବେତୀ ଦୁଇଟି ସ୍ଥାନରେ ଶିଳ୍ପ ପ୍ରକଳ୍ପ ଶିଳାନ୍ୟାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri