ଗୁରୁବାର ସନ୍ଧ୍ୟାରେ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ, ପାଣ୍ଡିଆନ ଦେଲେ ସୂଚନା
ଗଞ୍ଜାମ,୯।୫: ଗୁରୁବାର ଗଞ୍ଜାମ କନିଷିରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀଙ୍କ ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ ଲୋକମାନଙ୍କୁ ଅପିଲ କରିଛନ୍ତି। ଏହା ସହିତ ସେ ସୂଚନା ଦେଇଛନ୍ତି ଯେ, ଗୁରୁବାର ସଂନ୍ଧ୍ୟାରେ…
ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍, କଲେ ଏଭଳି ଅପିଲ୍
ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଏକ ଭିଡିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି । ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ…
ପାରଳାଖେମୁଣ୍ଡିରୁ ରୂପେଶ, ମୋହନାରୁ ଅନ୍ତର୍ଯ୍ୟାମୀ ଲଢ଼ିବେ ବିଧାନସଭା ନିର୍ବାଚନ
ପାରଳାଖେମୁଣ୍ଡି,୩ା୪(ଗିରିଧାରୀ ପରିଚ୍ଛା): ବହୁପ୍ରତୀକ୍ଷାର ଅନ୍ତ ଘଟିଛି। ବୁଧବାର ବାକିଥିବା ସମସ୍ତ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ଘୋଷଣା ହୋଇଛି। ଆଜି ବିଜେଡି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଥିବା ବେଳେ ତୃତୀୟ ପର୍ଯ୍ୟାୟ ଲୋକ ସଭା ଆସନ ପାଇଁ…
ସୁବାସଙ୍କ ଉପରେ ପୁଣି ଭରସା କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୨୭ା୩(ଦିଲ୍ଲୀପ ସାମଲ): ରାଜ୍ୟର ବିଭିନ୍ନ ବିଧାନସଭା ମଣ୍ଡଳୀର ଆସନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବୁଧବାର ବିଭିନ୍ନ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଛତ୍ରପୁର ବିଧାନସଭା ମଣ୍ଡଳୀର ଆସନ ପାଇଁ…
ମେଣ୍ଟ ନ ହେବା ଯେତିକି ଉତ୍ସାହ ସେତିକି ଚିନ୍ତାଜନକ
କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜେଡି-ଭାଜପା ମେଣ୍ଟ ହେବ ନାହିଁ ବୋଲି ଏ କଥା ଉଭୟ ଦଳର ନେତା ନିଜ ନିଜ ଟ୍ବିଟରରେ ସିଧାସଳଖ ନ କହି ପରୋକ୍ଷ ଭାବରେ ସଫା କରି କହିଦେଲେ। ଏବେ କହୁଛନ୍ତି, ମେଣ୍ଟ କଥା ଆମେ କହି…
ମେଣ୍ଟକୁ ନେଇ ଥମୁନି ଚର୍ଚ୍ଚା, ନବୀନ ନିବାସରେ ପୁଣି ବସିଲା ବୈଠକ
ଭୁବନେଶ୍ୱର,୧୮ା୩: ବିଜେଡି-ଭାଜପା ମେଣ୍ଟକୁ ନେଇ ରାଜ୍ୟରେ ଚର୍ଚ୍ଚା ଥମି ନ ଥିବା ବେଳେ ସୋମବାର ନବୀନ ନିବାସରେ ପୁରୀ ସଂସଦୀୟ କ୍ଷେତ୍ର ନେତା ଏବଂ ବିଧାୟକଙ୍କ ପୁଣି ଏକ ବୈଠକ ବସିଛି। ବିଧାୟକ ଏବଂ ଦାୟିତ୍ୱରେ ଥିବା ପର୍ଯ୍ୟବେକ୍ଷକଙ୍କୁ ନେଇ ଉକ୍ତ…
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମେ’ ପହିଲାରୁ ମିଳିବ ଚିକିତ୍ସା ସୁବିଧା
ଭୁବନେଶ୍ୱର,୬।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ ବିଏସ୍କଓ୍ବୋଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ସମସ୍ତ ଗାଁ ଗହଳିର ଲୋକେ ଏହି ସୁବିଧା ପାଇବେ। ଆଜିଠାରୁ ଏହି କାର୍ଡ…
କେନ୍ଦୁପତ୍ର ତୋଳାଳିଙ୍କୁ ଡବଲ ବୋନସ୍ ଘୋଷଣା କଲେ ସରକାର
ଭୁବନେଶ୍ୱର,୧୧ା୨: କେନ୍ଦୁପତ୍ର ତୋଳାଳିଙ୍କୁ ଡବଲ ବୋନସ୍ ମିଳିବ ବୋଲି ରବିବାର ରାଜ୍ୟ ସରକାର ଘୋଷଣା କରିଛନ୍ତି। ସମ୍ବଲପୁର ଚାରମାଳ ଗସ୍ତରେ ଥାଇ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ କାର୍ଯ୍ୟକ୍ରମରେ ଭର୍ଚୁଆଲରେ ଯୋଗ ଦେଇ ଏପରି ଐତିହାସିକ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…
ଜନଜାତି ସଂସ୍କୃତିର ସଂରକ୍ଷଣ ପାଇଁ ଅନେକ ପଦକ୍ଷେପ ନିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୨(ଅସମାପିକା ସାହୁ): ସମଗ୍ର ରାଜ୍ୟରେ ଆଦିବାସୀ ସମ୍ପ୍ରଦାୟର ସାମଗ୍ରିକ ବିକାଶରେ ଜନସାଧାରଣଙ୍କ ଅଂଶଗ୍ରହଣକୁ ପାଳନ କରି, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ…
ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ
କଟକ,୭ା୨ (କାର୍ତ୍ତିକ ସାହୁ) ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରକଳ୍ପ ଚୟନ ଓ ସେଗୁଡ଼ିକର କାର୍ଯ୍ୟକାରିତା କ୍ଷେତ୍ରରେ ପଞ୍ଚାୟତର ନିର୍ବାଚିତ ଲୋକପ୍ରତିନିଧିଙ୍କର ସହଭାଗିତା ରହିବା ଉଚିତ ବୋଲି ମତ ଦେଇଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ତୃଣମୂଳ ସ୍ତରର…
ହୀନ ରାଜନୀତି କରୁଛନ୍ତି ବିରୋଧୀ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭ା୨: ନୟାଗଡ଼ ପରୀ ହତ୍ୟା ମାମଲାରେ ଗୃହରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପରୀ ଘଟଣାରେ ଗତକାଲି ଅଭିଯୁକ୍ତ ଦଣ୍ଡ ପାଇସାରିଛନ୍ତି। ଏପରି ଏକ ସମ୍ବେଦନଶୀଳ ଘଟଣାରେ ବିରୋଧୀମାନେ ହଟ୍ଟଗୋଳ କରିବା ନିନ୍ଦନୀୟ। ନିର୍ବାଚନ ସମୟରେ…
ଆଜିଠାରୁ ଆରମ୍ଭ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା, ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୫।୧୨: ଭୁବନେଶ୍ୱରର ଜନତା ମଇଦାନରେ ଆଜିଠାରୁ ଅଷ୍ଟାଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ ହେଉଛି । ଏହି ମେଳାକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଚଳିତବର୍ଷ ଏହି ମେଳାରେ ରାଜ୍ୟ ଏବଂ…
Archives


