ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ରୂପାରନ୍ତରୀକରଣ କଲେ ମୁଖ୍ୟମନ୍ତ୍ରୀ
ହିଞ୍ଜିଳିକାଟୁ,୧୭ା୨(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋ’ ହସ୍ପିଟାଲ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ୧୫ ଜିଲାରେ ୭୩ଟି ‘ଆମ ହସ୍ପିଟାଲ’ ଶୁଭାରମ୍ଭ କରିଛନ୍ତି। ସ୍କୁଲ ରୂପାନ୍ତୀକରଣ ଭଳି ହସ୍ପିଟାଲ ରୂପାନ୍ତରୀକରଣ ମଧ ଗଞ୍ଜାମ...
ପାଚିକା-ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, କାର୍ଯ୍ୟକାଳ ମଧ୍ୟରେ ଦେହାନ୍ତ ହେଲେ ମିଳିବ ୧ ଲକ୍ଷ ଟଙ୍କା
ଭୁବନେଶ୍ୱର,୧୭ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କାରୁ...
୫ ଜିଲାର ୧୩୪୦ ପଞ୍ଚାୟତରେ ଗଡ଼ିଲା ୩୦୧ ‘ଲକ୍ଷ୍ମୀ’ ବସ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨ା୨(ଅସମାପିକା ସାହୁ): ସୋମବାର ୫ ଜିଲାରେ ସରକାର ଲକ୍ଷ୍ମୀ ବସ୍ ସେବା ଯୋଜନାର ଶୁଭାରମ୍ଭ ହୋଇଛି। ଆଜି ବଲାଙ୍ଗୀର, ବରଗଡ଼, ଭଦ୍ରକ, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲାରେ ‘ଲକ୍ଷ୍ମୀ’ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୫ଟି...
ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ‘ଲକ୍ଷ୍ମୀ’ ବସ୍ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବୁଧବାର ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ‘ଲକ୍ଷ୍ମୀ’ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍ ଆମ ଜୀବନକୁ ସହଜ କରିଛି।...
ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ବିଶିଷ୍ଟ ସଂଗ୍ରାମୀ ତଥା ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ...
୭୫ତମ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ
ଭୁବନେଶ୍ୱର,୨୬ା୧: ଶୁକ୍ରବାର ରାଜ୍ୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ଏହି ଶୁଭ ଅବସରରେ ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପତାକା ଉତ୍ତୋଳନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। ଏଥର ପରେଡରେ...
୧୩ ଜିଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର ୧୩ ଜିଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ...
ପୂର୍ବତନ ରାଜ୍ୟପାଳଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୨: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ଏମ୍ଏମ୍ ରାଜେନ୍ଦ୍ରନ୍ଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ‘ଏକ୍ସ’ରେ କହିଛନ୍ତି, ଅମଲା କର୍ମଚାରୀ ଭାବରେ ତାଙ୍କର ଦୀର୍ଘବର୍ଷର ଅଭିଜ୍ଞତା ତାଙ୍କୁ ଜଣେ ଭଲ ପ୍ରଶାସକ କରିପାରିଥିଲା। ଜନସାଧାରଣଙ୍କ ପ୍ରତି...
ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬ା୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି। ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର...
କୋରାପୁଟରେ ୧୨୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
କୋରାପୁଟ,୧୦ା୧୧(ଅମିତାଭ ବେହେରା): ଶୁକ୍ରବାର କୋରାପୁଟ ସଦର ମହାକୁମାରେ ଥିବା ପୋଲିସ ପଡ଼ିଆଠାରେ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୋରାପୁଟ ଜିଲା ପାଇଁ ୧୨୦ କୋଟି ଟଙ୍କା ବ୍ୟୟରେ ୩ ହଜାର ୮୭ଟି ବିଭିନ୍ନ...
‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଗାଁ ଲୋକଙ୍କ ମନରେ ଆତ୍ମବିଶ୍ୱାସ ବୃଦ୍ଧି କରିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୧୧: ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ ହେବ ପ୍ରତି ପଞ୍ଚାୟତ,...
ଦୀର୍ଘଦିନର ଜମିଜମା ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ଉପକୃତ ୨ ଲକ୍ଷ ଚାଷୀ
ଭୁବନେଶ୍ୱର,୧୮ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସିକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବା ପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଝାରସୁଗୁଡ଼ାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ,...
Archives


