Tag Archives: cm odisha

ଅପରାଧୀଠାରୁ ପାଦେ ଆଗରେ ରହିବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର, ୧୬।୧୨: ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ସୋମବାର କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ...

ଦୁର୍ନୀତିଗ୍ରସ୍ଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; ”କେତେବେଳେ ବି ବାନ୍ଧିପାରନ୍ତି ସରକାର”

ଭୁବନେଶ୍ୱର,୨୮ା୧୦: ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଭାଜପା ସରକାର ଆସିବାର ୧୪୦ ଦିନ ହୋଇଛି। ଏଣିକି...

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର,୨୭ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ...

କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି 

ଭୁବନେଶ୍ବର, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ସକାଳ ୭ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଯୋଗଦେଇଛନ୍ତି। ଚଳିତ ବର୍ଷ ଯୋଗ ଦିବସ...

ଘୋଷଣାକୁ ଅପେକ୍ଷା କରନ୍ତୁ: ସୁରେଶ ପୂଜାରୀ

ଭୁବନେଶ୍ୱର,୧୦ା୬: ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ଏହି ସସ୍‌ପେନ୍ସ ସରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri