ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀ । ଏହି ପ୍ରତିଯୋଗୀତାରେ ଭଲି ପରେ ଖୋଖୋରେ ଛାତ୍ରୀମାନେ…