ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….
ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ତାଙ୍କ ଦଳ ରାଜତନ୍ତ୍ର କିମ୍ବା ପରିବାର ଶାସନ ପାଇଁ ରାଜନୀତିକୁ ଆସିନାହିଁ,…
ରାଜନୀତିରେ ହଇଚଇ… ତ୍ରିଶାଙ୍କୁ ଇଙ୍ଗିତ କରି ଏଭଳି କହିଦେଲେ ବିଜୟ, ଚାରିଆଡେ ଚର୍ଚ୍ଚା
ଚେନ୍ନାଇ,୭ା୯: ମହିଳାଙ୍କ ବିରୋଧରେ ଅଶାଳୀନ ଓ ଅପମାନଜନକ ମନ୍ତବ୍ୟକୁ ନେଇ କଡ଼ା ଆଭିମୁଖ୍ୟ ଦେଖାଇଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ କହିଛନ୍ତି ଯେ, ରାଜନୈତିକ ସମାଲୋଚନା ଯେତେ ତୀବ୍ର ହେଉନା କାହିଁକି, ମହିଳାଙ୍କ ପ୍ରତି…
ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର
ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ ତାଙ୍କ ଆସନରୁ ଉଠି କହିଥିଲେ ଯେ ସେ ଆସନ୍ତା ସୋମବାର ବିରୋଧୀଙ୍କ ଦ୍ୱାରା…
କ୍ଷେତରେ କାମ କରୁଥିବା ବୃଦ୍ଧାଙ୍କୁ ଦେଖି ଅଟକିଲା ବିଜୟଙ୍କ କାର୍! ତା’ପରେ ଯାହା କଲେ, ଭାଇରାଲ ହେଲା ଭିଡିଓ
ଚେନ୍ନାଇ,୩।୯: ତାମିଲନାଡୁର ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଛି। ଭିଡିଓରେ ବିଜୟ ଜଣେ ବୃଦ୍ଧା ମହିଳାଙ୍କୁ ଭେଟି ତାଙ୍କ ସହ କଥା ହେଉଥିବା ନଜର ଆସିଛି। ତେବେ ଏହି ସାକ୍ଷାତ ସମୟରେ ସେ…
‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ
ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ ଭ୍ରଷ୍ଟାଚାର ସମ୍ପର୍କିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ସହ ଯଦି ଅନିୟମିତତାର ପ୍ରମାଣ ମିଳେ,…
ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ
ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ସମ୍ମାନଜନକ ଶବ୍ଦ ବ୍ୟବହାର ନକରି ଉଲ୍ଲେଖ କରିବାରୁ ଗୃହରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା।…
ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା
ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ ତ୍ରିଶା କ୍ରିଷ୍ଣନଙ୍କୁ ଦେଖିବାକୁ ମିଳିଥିଲା; ତେବେ ତ୍ରିଶାଙ୍କୁ ଆଗ ଧାଡ଼ିରେ ବସିଥିବା ଦେଖିବାକୁ…
ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ
ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି ହୋଇଥିବା ନେଇ ବ୍ୟାପକ ରିପୋର୍ଟ ଆସିଥିଲା। ଏହା ମଧ୍ୟରେ, ବିଜୟ ତ୍ରିଶା କୃଷ୍ଣନଙ୍କ…
କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!
ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ତାମିଲନାଡୁ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ୪୧ଜଣଙ୍କ ପରିବାରକୁ ସରକାରୀ ଚାକିରି…
ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍
ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ ପିଲାମାନଙ୍କୁ ପ୍ରଭାବିତ କରି ତାମିଲନାଡୁର ମୁଖ୍ୟମନ୍ତ୍ରୀ ହୋଇଥିବା ସେ କହିଛନ୍ତି। ତାଞ୍ଜାଭୁରରେ ଏକ…

