cm

ମୋହନ ଯାଦବ ହେବେ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ

ଭୋପାଳ,୧୧।୧୨:ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଭାଜପା ବିଧାୟକ ଦଳର ବୈଠକରେ ମୋହନ ଯାଦବଙ୍କ ନାଁରେ ମୋହର ବାଜିଛି। ସେ ଶିବରାଜ ସିଂ ଚୌହାନଙ୍କ ସ୍ଥାନ…

3 years ago