ଡ୍ରାଇଭର ବ୍ରେକ୍ ମାରିବା ସମୟରେ ଚଳନ୍ତା କୋଇଲା ବୋଝେଇ ଟ୍ରକ୍ରେ ଲାଗିଲା ନିଆଁ, ଚାହୁଁଚାହୁଁ…
ପରଜଙ୍ଗ,୧୧ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ମୁଣ୍ଡେଇଲୋ ଟୋଲ୍ଗେଟ୍ ନିକଟରେ ଏକ କୋଇଲା ବୋଝେଇ ଟ୍ରକ୍ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଚଳନ୍ତା ଟ୍ରକ୍ଟି ହୁତୁହୁତୁ ହୋଇ ଜଳିଯାଇଥିବା ବେଳେ ସୌଭାଗ୍ୟବଶତଃ ଚାଳକ ଅଳ୍ପକେ…

