ପଥର କୋଇଲା ବୋଝେଇ ପିକ୍ଅପ୍ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍ଅପ୍କୁ ପୋଲିସ ଜବତ କରିଛି। ଏହି ଘଟଣାରେ ୨ ଜଣ ବ୍ୟକ୍ତି ଗିରଫ ହୋଇଛନ୍ତି। ଆଠମଲ୍ଲିକ ଥାନା ଗୋପାଳପୁର…