ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ତାଲିକାରେ ୧୮ତମ ସ୍ଥାନରେ ଥିବା ଉଜ୍ଜ୍ୱଳ ଭୂୟାଁ କଲେଜିୟମ୍ ବ୍ୟବସ୍ଥାରେ ଉତ୍ତରଦାୟିତ୍ୱ ଅଭାବ ଥିବା ନେଇ ପ୍ରଶ୍ନ ଉଠାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଥିଙ୍କ୍ ଟ୍ୟାଙ୍କ୍…