ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ… ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍ରେ ୧,୧୨,୦୦୦ରୁ ଅଧିକ ଫଲୋଅର୍ସ ଯୋଡ଼ି ହୋଇସାରିଛନ୍ତି। ଏହା ଦୁର୍ନୀତି ଏବଂ ପାରମ୍ପରିକ ରାଜନୈତିକ…