ଖରାଦିନେ ଫ୍ରିଜରେ ଥିବା ଥଣ୍ଡା ପାଣି ପିଉଛନ୍ତି କି? ଜାଣନ୍ତୁ ଶରୀର ଉପରେ କେଉଁ ପ୍ରଭାବ ପଡେ ଗ୍ରୀଷ୍ମ ଋତୁରେ ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ପାଇଁ ସମସ୍ତେ ଇଚ୍ଛା ପ୍ରକାଶ କରିଥାନ୍ତି । କିନ୍ତୁ ଏହା ଶରୀର ଉପରେ ସକରାତ୍ମକ ବଦଳରେ ନକାରାତ୍ମକ ପ୍ରଭାବ ପକାଇଥାଏ । ଫ୍ରିଜ୍ରୁ ଥଣ୍ଡା ପାଣି ପିଇବା ଦ୍ୱାରା ଗଳା ଖରାପ…