ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ… ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ଧାନ କ୍ରୟକେନ୍ଦ୍ର ଉପରେ ନିର୍ଭରଶୀଳ ଗ୍ରାମର ଚାଷୀମାନେ…