Tag Archives: collector

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ ଗ୍ରାମବାସୀ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ଚିଠି ଲେଖିଛନ୍ତି। ତେବେ ଅଗଷ୍ଟ ୧ରେ ସ୍କୁଲ ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ରେ ଅବସ୍ଥିତ ପାରସାଲି ପଞ୍ଚାୟତରେ ବସବାସ କରୁଥିବା ଡଙ୍ଗରିଆ କନ୍ଧ ସମ୍ପ୍ରଦାୟ…

ଲୋକଙ୍କ ପାଖରେ ପହଞ୍ଚିଲେ ଜିଲାପାଳ: ଶୁଣିଲେ ୧୩୩ ଅଭିଯୋଗ, ପ୍ରତିଶ୍ରୁତି ଦେଇ କହିଲେ…

ଦାରିଙ୍ଗବାଡ଼ି,୧୯ା୫(ଅରୁଣ ସାହୁ): କନ୍ଧମାଳ ଗିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ସୋମବାର ଲୋକଙ୍କ ବିଭିନ୍ନ ଅଭିଯୋଗକୁ କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜ ଏବଂ ଏସ୍‌ପିଙ୍କ ମିଳିତ ଅଭିଯୋଗ ଶୁଣାଣି ହରିଶ ବି.ଶି ଶୁଣିଛନ୍ତି। ଏହି ପ୍ରରିପ୍ରେକ୍ଷୀରେ ସାମୁହିକ ଏବଂ ବ୍ୟକ୍ତିଗତ ଶତାଧିକ ଅଭିଯୋଗର…

ସବୁ ଜିଲାପାଳ, ଆର୍‌ଡିସିଙ୍କ ଛୁଟି ବାତିଲ କଲେ ସରକାର

ଭୁବନେଶ୍ୱର,୧୦ା୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍‌ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ…

ଭଦ୍ରକକୁ ମିଳିଲା ନୂଆ ଜିଲାପାଳ

ଭଦ୍ରକ,୮ା୮: ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ବଡ଼ ଧରଣର ଅଦଳବଦଳ କରିଛନ୍ତି। ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋରଙ୍କ ସମ୍ବଲପୁର ଜିଲାକୁ ବଦଳି ହୋଇଥିବା ବେଳେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟଙ୍କୁ ଭଦ୍ରକ ଜିଲାପାଳ…

ଭୋଟରଙ୍କୁ ଅଭିନବ ଉପାୟରେ ଆହ୍ବାନ ଦେଲେ ଜିଲାପାଳ

ପଟାଙ୍ଗି,୧୪ା୪(ଶରତ ଧଳ): ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ କିଛି ଦିନ ବାକି ରହିଥିବା ବେଳେ ଭୋଟରଙ୍କୁ ଏକ ଅଭିନବ ଉପାୟରେ ଜିଲା ପ୍ରଶାସନ ପକ୍ଷରୁ ସଚେତନତାର ବାର୍ତ୍ତା ମାଧ୍ୟମରେ ଆହ୍ବାନ ଦିଆଯାଇଛି। ଯାହା ସମସ୍ତ ଭୋଟରଙ୍କ ପାଇଁ ଏକ ପ୍ରେରଣା।…

ଅରିନ୍ଦମ ହେଲେ କଟକ ଜିଲାପାଳ, ଜଗତସିଂହପୁର ପାଇଁ…

କଟକ/ଜଗତସିଂହପୁର,୫ା୪: ଶୁକ୍ରବାର କଟକର ନୂଆ ଜିଲାପାଳ ନିଯୁକ୍ତ ହୋଇଛନ୍ତି। ଆଏଏସ୍‌ ଅରିନ୍ଦମ ଡାକୁଆ କଟକର ନୂଆ ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ଜଗତସିଂହପୁର ପାଇଁ ମଧ୍ୟ ନୂଆ ଜିଲାପାଳ ଭାବେ ଆଇଏସ୍‌ ଅନୁପମ ଶାହା ନିଯୁକ୍ତ ହୋଇଛନ୍ତି। ପୂର୍ବରୁ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?