ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ… ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍ ଓ ମହିଳା ଶାଖା ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ.…