ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ...