ତାମିଲନାଡୁ ସରକାରଙ୍କ କଡ଼ା ନିର୍ଦ୍ଦେଶ: CJP ଆନ୍ଦୋଳନରେ ସାମିଲ ହୋଇପାରିବେନି ଛାତ୍ରୀଛାତ୍ର ଚେନ୍ନାଇ,୧୯ା୮: ତାମିଲନାଡୁ ସରକାର ବୁଧବାର ଏକ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। CJP ଆନ୍ଦୋଳନରେ କୌଣସି ଛାତ୍ରୀଛାତ୍ର ସାମିଲ ହୋଇପାରିବେନି ବୋଲି ସରକାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପୋଲିସ ଓ ଶିକ୍ଷା ବିଭାଗକୁ କଲେଜିଏଟ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶ ରହିଛି।…