କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍ ଇଣ୍ଡିଆ
କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍ର ପ୍ରଥମ ଦିନ ଦେବଦତ୍ତ ପଡିକଲ ଶତକ ହାସଲ କରିଥିବା ବେଳେ ଦ୍ୱିତୀୟ ଦିନରେ ଧ୍ରୁବ ଜୁରେଲ ଅପରାଜିତ…
ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫
କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ ଶେଷ ସୁଦ୍ଧା ୫ ଉଇକେଟ ହରାଇ ୩୦୦ ରନ କରିଛି। ଏହା ପଡିକଲଙ୍କର…
ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ
କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ଓ ବୋଲିଂରେ ଦମଦାର ପ୍ରଦର୍ଶନ କରି…
ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ଏହି ଦେଶର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍ଗଦ୍ ହୋଇ କହିଲେ,ଏହି ସମ୍ମାନ ୧୪୦ କୋଟି ଭାରତୀୟଙ୍କର
କଲମ୍ବୋ,୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ କଲମ୍ବୋରେ ପହଞ୍ଚିଛନ୍ତି। ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ବିଜିତା ହେରାଥ, ସ୍ବାସ୍ଥ୍ୟ ମନ୍ତ୍ରୀ ନଲିଣ୍ଡା ଜୟତିସା ଏବଂ ମତ୍ସ୍ୟ ସମ୍ପଦ ମନ୍ତ୍ରୀ ରାମଲିଙ୍ଗମ ଚନ୍ଦ୍ରଶେଖରଙ୍କ ସମେତ ପାଞ୍ଚ ଜଣ ପ୍ରମୁଖ ମନ୍ତ୍ରୀ ତାଙ୍କୁ…

