‘ଛାତ୍ରୋଁ କୀ ଗୁଞ୍ଜ୍’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!
ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍’ କାର୍ଯ୍ୟକ୍ରମରେ ହାସ୍ୟାଭିନେତା ପୁଲକିତ୍ ମଣି ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନକଲ କରିଥିଲେ…

