ରାତିରେ ବିଷମିଶା କ୍ଷୀର ପିଇ ଶୋଇପଡ଼ିଲେ ପୁରା ପରିବାର, ସକାଳୁ ୫ଜଣଙ୍କ… ଲକ୍ଷ୍ନୌ,୧୦।୨: ଉତ୍ତର ପ୍ରଦେଶର ମଥୁରାରେ ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ଦୁଃଖଦ ମୃତ୍ୟୁ ହୋଇଛି । ଏହା ସମଗ୍ର ଅଞ୍ଚଳକୁ ଚକିତ କରିଦେଇଛି । ଜିଲାର ମହାବନ ଥାନା ଅଞ୍ଚଳ ଅନ୍ତର୍ଗତ ଖପ୍ପରପୁର ଗାଁରେ, ଜଣେ ସ୍ୱାମୀ, ସ୍ତ୍ରୀ ଏବଂ ତିନି…