୨୨ ବସ୍ତା ଚାଉଳ ସହ ଜିପ୍ ଜବତ, ଡ୍ରାଇଭର ଅଟକ କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ ଜିପ୍ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ କମାଣ୍ଡର ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନା ଅନୁଯାୟୀ, ଥାନାଧିକାରୀ ରୁନୁ…