ରୋହିତ-ବିରାଟ ଯିବା ପରେ ପୁରୁଣା ଜାଗାକୁ ଫେରିଲେ ଇରଫାନ ନୂଆଦିଲ୍ଲୀ,୧୦।୬: ଭାରତର ପ୍ରସିଦ୍ଧ କ୍ରିକେଟର ଇରଫାନ ପଠାନ କ୍ରିକେଟରୁ ଅବସର ନେବା ପରେ କମେଣ୍ଟ୍ରି ପ୍ୟାନେଲରେ ତାଙ୍କର ଦ୍ୱିତୀୟ ଇନିଂସ ଆରମ୍ଭ କରିଥିଲେ। ପ୍ରଶଂସକମାନେ ମଧ୍ୟ ତାଙ୍କ ଶୈଳୀକୁ ବହୁତ ପସନ୍ଦ କରନ୍ତି। ତଥାପି, ସେ ସଦ୍ୟ ସମାପ୍ତ ଆଇପିଏଲ...