ବ୍ୟବସାୟିକ ସିଲିଣ୍ଡର ଯୋଗାଣ ବନ୍ଦ ନୂଆଦିଲ୍ଲୀ/ମୁମ୍ବାଇ,୧୦ା୩: ଇରାନ ଯୁଦ୍ଧ ପାଇଁ ହର୍ମୁଜ୍ ଷ୍ଟ୍ରେଟ୍ ଦେଇ ଇନ୍ଧନ ପରିବହନ ବାଧାପ୍ରାପ୍ତ ହୋଇଛି। ଫଳରେ ଭାରତର ବିଭିନ୍ନ ସହରରେ ରନ୍ଧନ ଗ୍ୟାସ୍ ଅଭାବ ଦେଖାଦେଇଛି। ମୁମ୍ବାଇରେ ବ୍ୟବସାୟିକ ଏଲ୍ପିଜି ଯୋଗାଣକୁ ବନ୍ଦ କରିଦିଆଯାଇଛି। ଆଗକୁ ଗ୍ୟାସ୍ ନ ମିଳିବା ଆଶଙ୍କାରେ ସୋମବାର…