ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୯ ଜୁଲାଇ ୨୦୨୩ରେ ରାଜ୍ୟ…