Tag Archives: commissionerate police

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ ବୋଲି ସୂଚନା ମିଳିଛି। ଏପରିକି ଜିରୋ ନାଇଟ୍‌ ଉତ୍ସବ ବେଳେ ଯେପରି କୌଣସି ଅଘଟଣ…

ବାଲିଯାତ୍ରା ପାଇଁ କଟକରେ ଗାଡ଼ି ଚଳାଚଳ ଉପରେ କଟକଣା, ଜାଣନ୍ତୁ କେଉଁଠି ପାର୍କିଂ ଗାଡ଼ି ?

ଭୁବନେଶ୍ୱର,୪।୧୧: ଆସନ୍ତା ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକରେ ହେବାକୁ ଥିବା ଐତିହାସିକ ବାଲିଯାତ୍ରାକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ସହରରେ ଯାନବାହନ ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ସାତ ଦିନିଆ ଏହି ଉତ୍ସବରେ ପ୍ରବଳ ଭିଡ଼…

ଭୁବନେଶ୍ୱରରେ ପାକିସ୍ତାନୀ ମହିଳା, ୨୦୦୮ରୁ ରହିଆସୁଥିବା କମିଶନରେଟ୍‌ ପୋଲିସର ସୂଚନା

ଭୁବନେଶ୍ୱର,୨୬ା୪: ରାଜଧାନୀ ଭୁବନେଶ୍ୱରରେ ଜଣେ ପାକିସ୍ତାନୀ ମହିଳା ରହିଥିବା ସୂଚନା ମିଳିଛି। ଦୀର୍ଘମିଆଦୀ ଭିଜାରେ ୨୦୦୮ରୁ ସେ ଭୁବନେଶ୍ବରରେ ରହିଆସୁଛନ୍ତି। ତୁରନ୍ତ ପାକିସ୍ତାନ ଫେରିଯିବାକୁ କମିଶନରେଟ ପୋଲିସ ପକ୍ଷରୁ ନୋଟିସ କରାଯାଇଛି। ୨୦୨୪ରେ ମହିଳାଙ୍କ ଭିଜା ଅବଧି ଶେଷ ହୋଇଯାଇଥିଲେ ମଧ୍ୟ…

ଆପାର୍ଟମେଣ୍ଟରେ ଲାଗିବ IP କ୍ୟାମେରା

ଭୁବନେଶ୍ୱର,୨୬ା୧୦: ଆପାର୍ଟମେଣ୍ଟରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବଡ଼ ପଦକ୍ଷେପ ନେଇଛି। ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଆଇପି ବ୍ୟବସ୍ଥା ଥିବା କ୍ୟାମେରା ଲଗାଇବାକୁ ପରାମର୍ଶ ଦିଆଯାଇଛି। ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ। ଆପାର୍ଟମେଣ୍ଟ ବାସିନ୍ଦା…

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି ସର୍ବଦା ଏକ ଟିମ୍ ସଜାଗ ରହିବ। ଯାହା ଭୁବନେଶ୍ୱର ଏବଂ କଟକ ସହରରେ ଯେକୌଣସି…

କମିଶନରେଟ ପୋଲିସ ହାତରେ କୋଟିପତି ଲୁଟେରା; ନଗଦ ୨୧ ଲକ୍ଷ ଟଙ୍କା, ୭ କେଜି ରୁପା, ସୁନା ଅଳଙ୍କାର ଜବତ

ଭୁବନେଶ୍ୱର,୨୪।୩: ଗତ ଏକ ବର୍ଷ ମଧ୍ୟରେ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ କଳାକନା ବୁଲାଇଥିବା ହାଇ ପ୍ରୋଫାଇଲ୍ ଲୁଟେରା ଗ୍ୟାଙ୍ଗକୁ ବାନ୍ଧିଛି କମିଶନରେଟ ପୋଲିସ। ଅଭିଯୁକ୍ତ ପର୍ଶୁରାମ ଗିରି ଏକାକୀ ଚୋରି କରୁଥିଲେ ଏବଂ ଅଧିକାଂଶ ସମୟରେ ପରିତ୍ୟକ୍ତ ଘର ଗୁଡ଼ିକୁ ଟାର୍ଗେଟ…

୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବନ୍ଧୁକ ଦାଖଲ କରିବାକୁ ଲୋକଙ୍କୁ କମିଶନର୍ ପୋଲିସର ନିର୍ଦ୍ଦେଶ

ଭୁବନେଶ୍ୱର,୧୨।୨: ସାଧାରଣ ନିର୍ବାଚନ ୨୦୨୪ ପୂର୍ବରୁ ପୋଲିସ ନିକଟରେ ବନ୍ଧୁକ ଦାଖଲ କରିବାକୁ ଭୁବନେଶ୍ୱର ଏବଂ କଟକ କମିଶନରେଟ ପୋଲିସ ଲୋକଁକଆନଙ୍କୁ ନିର୍ଦ୍ଦେଶ ଦେଇଛି। ନିର୍ବାଚନ ପୂର୍ବରୁ ଅସ୍ତ୍ରଶସ୍ତ୍ର ଦାଖଲ କରିବାକୁ ସ୍ପଷ୍ଟ ଭାବେ କୁହାଯାଇଛି। ସାଧାରଣ ନିର୍ବାଚନ ୨୦୨୪କୁ ଦୃଷ୍ଟିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri