Tag Archives: commissionerate police bhubaneswar

ଗାଇଡ୍‌ଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ, ମଦ ପିଇ ହୋଲି ଖେଳିଲେ…

ଭୁବନେଶ୍ୱର,୧୨ା୩: ହୋଲି ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ। ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସ୍‌ମିଟ୍‌ କରି କହିଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା। ମଦ୍ୟପାନ କରି କୌଣସି ନଦୀ, ପୋଖରୀରେ ଗାଧୋଇବା ଉପରେ ମଧ୍ୟ…

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଡକାୟତ ଗିରଫ, ଜାଣନ୍ତୁ କେମିତି ଧରିଲା ପୋଲିସ

ଭୁବନେଶ୍ୱର,୧୨ା୨: ଓଡ଼ିଶା କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ୱରସ୍ଥିତ ବାସଭବନରୁ ଡକାୟତି ଘଟଣାରେ କମିଶନରେଟ୍ ପୋଲିସ ଜଣେ ଡକାୟତଙ୍କୁ ଗିରଫ କରିଛି। ଅଭିଯୁକ୍ତକୁ ବୁଧବାର ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଘଟଣାର ପ୍ରାୟ ୧୭ ଦିନ…

ଆସନ୍ତା ୧୦ ତାରିଖରୁ ପୁଣି ଟ୍ବିନ୍‌ ସିଟିରେ ଗାଡ଼ି ଚେକିଂ

ଭୁବନେଶ୍ୱର, ୬।୨: କଟକ ଏବଂ ଭୁବନେଶ୍ୱରରେ କଳା ଫିଲ୍ମ, ସାଇରନ୍ ଏବଂ ବିକଟାଳ ହର୍ଣ୍ଣ ବ୍ୟବହାର ବିରୋଧରେ କମିଶନରେଟ୍ ପୋଲିସ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ଆଇନଗତ ନିଷେଧ ସତ୍ତ୍ୱେ, ଅନେକ ଯାନବାହାନ ଏବେ ବି ରଙ୍ଗୀନ କାଚ/କଳା…

ମୁଖ୍ୟମନ୍ତ୍ରୀଙ୍କ କ୍ୱାର୍ଟର୍ସ ନିକଟରେ କମ୍ପି ଉଠିଥିଲା ଅଞ୍ଚଳ, ୨ ଶହ ବାଇକ୍ ଜବତ

ଭୁବନେଶ୍ୱର,୨୧।୧: ମୁଖ୍ୟମନ୍ତ୍ରୀଙ୍କ ତାଗିଦ ପରେ ବିକଟାଳ ଶବ୍ଦ କରି ସହରରେ ଆତଙ୍କ ଖେଳାଉଥିବା ଅସାମାଜିକ ବାଇକ୍ ଚାଳକଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଛି କମିଶରେଟ୍ ପୋଲିସ। ସକାଳୁ ସନ୍ଧ୍ୟା ମଧ୍ୟରେ ପୋଲିସ ୨ ଶହ ବାଇକ୍ ଜବତ କରି ସେଥିରୁ ସାଇଲେନ୍ସର ବାହାର…

ରାଜଧାନୀରେ ମାତିଛନ୍ତି ଲୁଟେରା: ଘରେ ପଶି ଲୁଟିନେଲେ ୨୦ ଲକ୍ଷ ଟଙ୍କାର ଅଳଙ୍କାର

ଭୁବନେଶ୍ୱର,୨୭।୧୨: କମିଶନରେଟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚୋରମାନେ ନିୟମିତ ଭାବେ ଭୁବନେଶ୍ୱରରେ ଫ୍ଲାଟ ଏବଂ ଘରକୁ ଟାର୍ଗେଟ କରୁଛନ୍ତି। ସଦ୍ୟତମ ଚୋରି ଘଟଣାରେ ରାଜଧାନୀ ସୀମାରେ ଥିବା ଧଉଳି ଥାନା ଅଂଚଳରେ ଡକାୟତମାନେ ୨୦ ଲକ୍ଷରୁ ଅଧିକ ମୂଲ୍ୟର ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?