ଆଜିଠାରୁ କମନ୍ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଭୁବନେଶ୍ୱର,୨୭।୨(ସୁଚିସ୍ମିତା ସାହୁ): ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଓ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର (ପିଜି) ନାମଲେଖା ପ୍ରକ୍ରିୟା ଶୀଘ୍ର ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ବିଭିନ୍ନ ପିଜି ପାଠ୍ୟକ୍ରମରେ ନାମ ଲେଖାଇବାକୁ ଛାତ୍ରୀଛାତ୍ରଙ୍କୁ…